Latest Odisha News

BREAKING NEWS

୨ ଦଶନ୍ଧିରେ ଓଡ଼ିଶାରେ ଜଙ୍ଗଲ ଜମି ୪ ହଜାର ବର୍ଗ କିମିରୁ ଅଧିକ ବୃଦ୍ଧି ପାଇଛି

ଭୁବନେଶ୍ୱର: ଗତ ୨୦ ବର୍ଷରେ ଓଡ଼ିଶାର ଜଙ୍ଗଲ ଜମିର ପରିମାଣ ଏବଂ ସେହି ସମୟ ମଧ୍ୟରେ ବିକାଶ ଉଦ୍ଦେଶ୍ୟରେ ଏହାକୁ ବ୍ୟବହାର ସମ୍ପର୍କରେ ଆଜି ବିଧାନସଭାରେ ବିଜେପି ବିଧାୟକ ଅମରେନ୍ଦ୍ର ଦାସ ପ୍ରଶ୍ନ ପଚାରିଥିଲେ । ଏହାର ଉତ୍ତର ରଖି ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ରାଷ୍ଟ୍ରମନ୍ତ୍ରୀ…

ଫିଲ୍ମ ‘ଧୂରନ୍ଧର’ରେ ନଜର ଆସିବେ ରଣବୀର ସିଂହ

ମୁମ୍ବାଇ: ଅଭିନେତା ରଣବୀର ସିଂହ ଅପକମିଂ ଫିଲ୍ମ ଧୂରନ୍ଧରର ସୁଟିଂରେ ବ୍ୟସ୍ତ ଅଛନ୍ତି। ସୁଟିଂ ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଏହି ଫିଲ୍ମଟି ର' ଏଜେଣ୍ଟ ଉପରେ ଆଧାରିତ। ଏଥିରେ ଦର୍ଶକଙ୍କୁ ଆକ୍ସନ ଭରପୂର ମିଳିବ। ମୁମ୍ବାଇର ସୁଟିଂରେ ଅକ୍ଷୟ ଖାନ୍ନା ଏବଂ ରଣବୀରଙ୍କ ଆକ୍ସନ ସିନ୍…

୫ ବର୍ଷରେ ପଞ୍ଚାୟତିରାଜ ବିଭାଗରେ ବଡ଼ଧରଣର ଦୁର୍ନୀତି ହୋଇଛି: ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ୱର: ୨୦୨୫-୨୬ ଆର୍ଥିକ ବର୍ଷର ବିଧାନସଭାରେ ଚାଲିଛି ବଜେଟ ଅଧିବେଶନ। ଏହିସମୟରେ ମଙ୍ଗଳବାର ଗୃହରେ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ୫ ବର୍ଷରେ ପଞ୍ଚାୟତିରାଜ ବିଭାଗରେ ବଡ଼ଧରଣର ଦୁର୍ନୀତି ହୋଇଛି। ସେ କହିଛନ୍ତି,…

ମୋ ବିରୋଧରେ ଅଭିଯୋଗ ନାହିଁ, କାହିଁକି ଚଢାଉ ହେଲା: ଆଇଏଏସ୍ ବିଷ୍ଣୁପଦ ସେଠୀ

ଭୁବନେଶ୍ୱର: ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଇସ୍ତଫା ଚର୍ଚ୍ଚା ହେଉଛି। ସିବିଆଇ ରେଡ୍ ପ୍ରତିବାଦରେ ଇସ୍ତଫା ଦେଲେ IAS ବିଷ୍ଣୁପଦ ସେଠୀ। ମୁଖ୍ୟ ଶାସନ ସଚିବଙ୍କୁ ପଠାଇଲେ ଇସ୍ତଫା ପତ୍ର। ସେ ତାଙ୍କର ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ଆଜି ସକାଳେ ମୋ ସ୍ତ୍ରୀ ଏବଂ ଝିଅ ଥିବା ବେଳେ ସିବିଆଇ…

ମହିଳା ପ୍ରିମିୟର ଲିଗରେ ବଦଳିଲା ଏହି ନୟମ …

ନୂଆଦିଲ୍ଲୀ:ଚଳିତ ମହିଳା ପ୍ରିମିୟର ଲିଗ୍ (ଡବ୍ଲୁପିଏଲ )ରେ ଷ୍ଟମ୍ପ ବେଲ୍ କୁ ନେଇ ନିୟମ ପରିବର୍ତ୍ତନ କରାଯାଇଛି । ମୁମ୍ବାଇ ଇଣ୍ଡିଆନ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଗତ ଶନିବାର ଅନୁଷ୍ଠିତ ମ୍ୟାଚ ସମୟରେ ରନ ଆଉଟ୍ କୁ ନେଇ ବିବାଦ ହୋଇଥିଲା । ଏହାପରେ ମହିଳା ପ୍ରିମିୟର ଲିଗ୍ ରେ ଏଲଇଡି…

ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ

ପୁରୀ: ଆସନ୍ତାକାଲି ଫାଲଗୁନ କୃଷ୍ଣ ଷଷ୍ଠୀ ତିଥି। ଏହି ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ବିପହର ଧୂପ ସରିବା ପରେ ଦତ୍ତ…

ମୁଣ୍ଡରେ ଅଳିଆ ଭରି ରହିଛି; ରଣବୀର ଆଲ୍ଲହବାଦିଆଙ୍କୁ କୋର୍ଟଙ୍କ ଭର୍ତ୍ସନା…

ନୂଆଦିଲ୍ଲୀ: ସମୟ ରୈନାଙ୍କ ଶୋ’ ଇଣ୍ଡିଆଜ୍ ଗଟ୍ ଲାଟେଣ୍ଟରେ ୟୁଟ୍ୟୁବର ରଣବୀର ଆଲ୍ଲହବାଦିଆଙ୍କ ଅଶ୍ଳୀଳ ଥଟ୍ଟା ମାମଲାରେ ମଙ୍ଗଳବାର ଦିନ ସୁପ୍ରିମକୋର୍ଟ ଶୁଣାଣି କରିଛନ୍ତି। ଶୋ’ରେ ରଣବୀର ଦେଇଥିବା ବୟାନ ଉପରେ କୋର୍ଟ ଅସନ୍ତୋଷ ପ୍ରକାଶ କରି କହିଛନ୍ତି ଯେ ସେମାନଙ୍କ ମୁଣ୍ଡରେ ଅଳିଆ ଭରି…

ଶ୍ରୀମନ୍ଦିରରେ ପୁଣି ପଶିଲେ ବିଦେଶୀ ପର୍ଯ୍ୟଟକ

ପୁରୀ: ପୁଣି ବଢିଲା ଶ୍ରୀମନ୍ଦିର ସୁରକ୍ଷା। ମନ୍ଦିର ଭିତରେ ବିଦେଶୀ ପର୍ଯ୍ୟଟକ ପ୍ରବେଶ କରି ଉତ୍ତରଦ୍ୱାରରେ ବାହାରକୁ ବାହାରିବା ବେଳେ ଶ୍ରୀମନ୍ଦିର କର୍ମଚାରୀଙ୍କ ହାତରେ ଧରାପଡ଼ିଥିଲେ। ସେହିଭଳି ଅନ୍ୟ ଜଣେ ବିଦେଶୀ ପର୍ଯ୍ୟଟକ ଉତ୍ତରଦ୍ୱାର ଦେଇ ପ୍ରବେଶ ଉଦ୍ୟମ କରୁଥିବା ବେଳେ କର୍ମଚାରୀ ଓ…

ଛାବା ଫିଲ୍ମ ଦେଖିବା ପରେ ଚର୍ଚ୍ଚାରେ କ୍ରିକେଟର ଆକାଶ ଚୋପ୍ରାଙ୍କ ବୟାନ

ନୂଆଦିଲ୍ଲୀ: ଭିକ୍କି କୌଶଲଙ୍କ ଛାବା ଫିଲ୍ମ ଏବେ ବକ୍ସ ଅଫିସରେ ଝଡ ସୃଷ୍ଟି କରିବାରେ ଲାଗିଛି । ଏଥିରେ ସେ ଛତ୍ରପତି ସମ୍ଭାଜୀ ମହାରାଜାଙ୍କ ଭୂମିକା ନିଖୂଣ ଭାବେ ଅଭିନୟ କରିଛନ୍ତି । ଟିମ ଇଣ୍ଡିଆର ପୂର୍ବତନ ବ୍ୟାଟ୍ସମ୍ୟାନ ଆକାଶ ଚୋପ୍ରା ଏହି ଫିଲ୍ମ ଦେଖିବା ପରେ ବେଶ ପ୍ରଭାବିତ ହୋଇଛନ୍ତି ।…

ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ରେଡ୍

ଭୁବନେଶ୍ଵର: ବଡ ଖବର । ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଘରେ ରେଡ୍ । ବିଷ୍ଣୁପଦଙ୍କ ଭୁବନେଶ୍ବରରେ ଥିବା ସରକାରୀ କ୍ବାର୍ଟର୍ସରେ ଚାଲିଛି ରେଡ୍‌ । ସକାଳ ୮ଟାରୁ ସିବିଆଇର ୮ ଜଣିଆ ଟିମ୍ ବିଷ୍ଣୁପଦ ସେଠୀଙ୍କ ବାସଭବନରେ ରେଡ୍‌ ଜାରି ରଖିଛନ୍ତି । ବ୍ରିଜ୍‌ ଆଣ୍ଡ ରୁଫ୍‌ କମ୍ପାନୀରେ ହୋଇଥିବା…