ଓଡ଼ିଶାକୁ ୪ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କାର ପ୍ରକଳ୍ପ ଭେଟି ଦେଲେ ଗଡକରୀ
ଭୁବନେଶ୍ବର: ଭୁବନେଶ୍ବରରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କାରୀ । ଓଡ଼ିଶାକୁ କେନ୍ଦ୍ରମନ୍ତ୍ରୀ ଗଡ଼କରୀଙ୍କ ବଡ଼ ଉପହାର । ୪ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କାର ପ୍ରକଳ୍ପ ଭେଟି ଦେଲେ । ୧୫୪ କିମି ଦୀର୍ଘ ୧୯ଟି ସଡ଼କ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କଲେ ଗଡ଼କରୀ ।…