ଜେଏନୟୁ ପରେ ଜାମିଆ; ତୁର୍କୀ ସହ ଏମଓୟୁ ବାତିଲ୍
ନୂଆଦିଲ୍ଲୀ: ଗୁରୁବାର ତୁର୍କୀ ସହ ସମ୍ପର୍କ ତୁଟାଇଛି ଜାମିଆ ମିଲିଆ ଇସ୍ଲାମିଆ ବିଶ୍ବବିଦ୍ୟାଳୟ । ଜାମିଆ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ତୁର୍କୀ ସରକାରଙ୍କ ସହିତ ଜଡିତ ଶୈକ୍ଷିକ ବୁଝାମଣାପତ୍ର ସ୍ଥଗିତ କରିଛି। ଜାତୀୟ ସୁରକ୍ଷା ଦୃଷ୍ଟିରୁ ଏହି ନିଷ୍ପତ୍ତି ନେଇଛି ଜାମିଆ ମିଲିଆ…