କୋଟିପତି ରେମୁଣା ତହସିଲଦାର ଗିରଫ
ଭୁବନେଶ୍ୱର: କୋଟିପତି ରେମୁଣା ତହସିଲଦାର ଗିରଫ । ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କୁ ଗିରଫ କଲା ଭିଜିଲାନ୍ସ । ରେଡ୍ ବେଳେ ତାଙ୍କ ଘରୁ ଅଚଳାଚଳ ସମ୍ପତ୍ତି ଠାବ ହୋଇଥିଲା ।
ଭୁବନେଶ୍ବରରେ ଅଢ଼େଇ କୋଟିର ଫ୍ଲାଟ ସହ ବାଲେଶ୍ବରରେ ଏକ ଫ୍ଳାଟ୍ ଠାବ…