ରାଜ୍ୟରେ ୩ ଦିନ ଭିତରେ ଖସିବ ପାରଦ, କମିବ ତାତି
ଭୁବନେଶ୍ୱର: ରାଜ୍ୟରେ ଏବେ ଅନେକ ସ୍ଥାନରେ ଗରମ ଅନୁଭୂତ ହେବାରେ ଲାଗିଛି । ଫେବୃଆରୀ ମାସରେ ବି ଗ୍ରୀଷ୍ମର ଅନୁଭୂତ ହେଉଛି । ଯାହା ଫଳରେ ଏବେ ଠାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଥିବାବେଳେ, ପାଣି ପାଗ ବିଭାଗ ପକ୍ଷରୁ ଆଶ୍ବସ୍ତି କଲା ଭଳି ଏକ ଖବର ସାମ୍ନାକୁ ଆସିଛି ।
ଭୁବନେଶ୍ବର ଆଞ୍ଚଳିକ…