ଦେଶର ୫୨ତମ ପ୍ରଧାନ ବିଚାରପତି ହେଲେ ଜଷ୍ଟିସ୍ ବି.ଆର୍ ଗବାଇ
ନୂଆଦିଲ୍ଲୀ: ଆଜି ସୁପ୍ରିମକୋର୍ଟର ନୂତନ ମୁଖ୍ୟ ବିଚାରପତି ଭାବରେ ଶପଥ ନେଲେ ଜଷ୍ଟିସ୍ ଭୂଷଣ ରାମକୃଷ୍ଣ ଗବାଇ । ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜଷ୍ଟିସ୍ ଜଷ୍ଟିସ୍ ବି.ଆର୍ ଗବାଇଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ସେ…