ଟେଷ୍ଟରୁ ବିଦାୟ ନେବା ପରେ ବୃନ୍ଦାବନ ଗଲେ ବିରାଟ
ନୂଆଦିଲ୍ଲୀ: ପୂର୍ବତନ ଭାରତୀୟ କ୍ରିକେଟ୍ ଅଧିନାୟକ ତଥା ଷ୍ଟାର କ୍ରିକେଟର ବିରାଟ କୋହଲି ସୋମବାର ଟେଷ୍ଟ ଫର୍ମାଟରୁ ଅବସର ନେଇଛନ୍ତି । ଆଉ ଅବସର ନେବାର ଠିକ୍ ପରେ ଅର୍ଥାତ୍ ଆଜି, ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କ ସହ ସେ ବୃନ୍ଦାବନ ଧାମ ଯାତ୍ରା କରି । ସେଠି ସେମାନଙ୍କର ଆଧ୍ୟାତ୍ମିକ…