ଖୁବଶୀଘ୍ର ଜୟଦେବ ବିହାରରୁ ନନ୍ଦନକାନନ ଯୋଡି ହେବ ଫ୍ଲାଏ ଓଭର
ଭୁବନେଶ୍ବର: ସନ୍ଧ୍ୟା ହେଲେ କନ୍ଦାଏ ବାଣୀବିହାର ଠାରୁ ଜୟଦେବ ବିହାର ଦେଇ ପଟିଆ ରାସ୍ତା । ଭିଡ , ଗାଡି ଜାମ୍ ନକହିବା ଭଲ । ଘଣ୍ଟା ଘଣ୍ଟା ଧରି ଜାମରେ ହନ୍ତସନ୍ତ ହୁଅନ୍ତି ରାଜଧାନୀବାସୀ । ହେଲେ ଏବେ ସେମାନେ ସୁରୁଖୁରୁରେ ଘରେ ପହଞ୍ଚିବେ । କାରଣ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି ଜୟଦେବ…