ସର୍ବଭାରତୀୟ ପୋଲିସ ହକି ଚାମ୍ପିଅନସିପ ୨୦୨୫: ଆଜି ୟୁପି -ଓଡିଶା ପୋଲିସ ମୁହାଁମୁହିଁ
ଭୁବନେଶ୍ବର: କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ୭୩ତମ ସର୍ବଭାରତୀୟ ପୋଲିସ ହକି ଚାମ୍ପିଅନସିପ ୨୦୨୫ର ଆଜି ହେଉଛି ତୃତୀୟ ଦିନ। ତେବେ ତୃତୀୟ ଦିନର ସକାଳ ସମୟରେ ୪ଟି ମ୍ୟାଚ ଅନୁଷ୍ଠିତ ହୋଇଛି।
ବୁଧବାର ପ୍ରଥମ ମ୍ଯାଚ ଚଣ୍ଡିଗଡ଼ ଓ ଉତ୍ତରାଖଣ୍ଡ ପୋଲିସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚରେ…