ନବୀନଙ୍କ ହେଲିକପ୍ଟର ହେଲା ଯାଞ୍ଚ ଘଟଣା: ‘ନବୀନଙ୍କ ଫ୍ଲାଇଟ୍ ପ୍ଲାନ୍ ଦାଖଲ ହୋଇନଥିଲା’
ଭୁବନେଶ୍ବର: ନବୀନଙ୍କ ହେଲିକପ୍ଟରକୁ କ୍ଲିଅରାନ୍ସ ଦେବାରେ ବିଳମ୍ବ ଅଭିଯୋଗ ଘଟଣା । ବିଜେଡି ନେତା ଚିନ୍ମୟ ସାହୁଙ୍କ ଅଭିଯୋଗରେ ପ୍ରତିକ୍ରିୟା ରଖିଲେ ଭୁବନେଶ୍ବର ବିମାନ ବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ । ସେ କହିଛନ୍ତି ଯେ, ନବୀନଙ୍କ ଫ୍ଲାଇଟ୍ ଅପରେଟର ଫ୍ଲାଇଟ୍ ପ୍ଲାନ୍ ସବମିଟ୍ କରି…