ଡ୍ରୋନ୍ ଉପରେ କଡା ନଜର ସହ ସମ୍ବେଦନଶୀଳ ଅଞ୍ଚଳଗୁଡ଼ିକୁ ନୋ-ଫ୍ଲାଏ ଜୋନ୍ ଘୋଷଣା କଲେ ଓଡିଶା ସରକାର
ଭୁବନେଶ୍ବର: ଭାରତ-ପାକିସ୍ତାନ ବିବାଦ ବୃଦ୍ଧି ପାଉଥିବା ମଧ୍ୟରେ, ଓଡ଼ିଶା ସରକାର କିଛି ଉପକୂଳବର୍ତ୍ତୀ ଅଞ୍ଚଳକୁ ନୋ-ଫ୍ଲାଏ ଜୋନ୍ ଭାବରେ ଘୋଷଣା କରିଛନ୍ତି ଏବଂ ରାଜ୍ୟରେ ଡ୍ରୋନ୍ ବ୍ୟବହାର ଉପରେ କଡ଼ା ନଜର ରଖିଛନ୍ତି।
ପାକିସ୍ତାନ ନିରନ୍ତର ଭାବରେ ଭାରତର ସୀମାବର୍ତ୍ତୀ ଅଞ୍ଚଳଗୁଡ଼ିକରେ…