ପୁଣି ୨୭୦୦ କମିଲା ସୁନା ଦର, ଖୁବ୍ ଶୀଘ୍ର ଛୁଇଁବ ୫୫ ହଜାର
ଭୁବନେଶ୍ଵର: ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି କି ? ତେବେ ଆପଣଙ୍କ ପାଇଁ ଖୁସି ଖବର ଆସିଛି। ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର। ବିଗତ କିଛି ମାସ ହେବ ଦେଶରେ ହୁ ହୁ ହୋଇ ବଢ଼ୁଥବା ସୁନା ଦରରେ ଏବେ ଲାଗିଛି…