ରାଜ୍ୟ ସରକାର ୩ ସମନ୍ୱିତ ଆୟୁଷ ଚିକିତ୍ସାଳୟ ପ୍ରତିଷ୍ଠା କରିବେ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱର ସ୍ଥିତ ଡଃ ଅଭିନଚନ୍ଦ୍ର ହୋମିଓପାଥିକ୍ ମେଡିକାଲ କଲେଜ ଓ ହସ୍ପିଟାଲର ଛାତ୍ର ସଂସଦର ବାର୍ଷିକ ଉତ୍ସବରେ ଯୋଗ ଦେଇ ଏକ ନୂତନ ଏମରଜେନ୍ସି ୟୁନିଟର ଶିଳାନ୍ୟାସ କରିବା ସହିତ କଲେଜ୍ରେ ଏକ ହୋମିଓପାଥି ଗବେଷଣା ଓ ବିଶ୍ଳେଷଣ ବିଭାଗ…