ଭୁବନେଶ୍ୱରରେ ଅଗ୍ନି ନିରାପତ୍ତା ବିହୀନ କୋଠା: ନିୟମ ଉଲ୍ଲଂଘନକାରୀ ମାଲିକଙ୍କ ବିରୋଧରେ ରୁଜୁ ହେବ ଫୌଜଦାରୀ ମାମଲା?
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ ବଢ଼ିବାରେ ଲାଗିଛି ବହୁତଳ ପ୍ରାସାଦ, ଆପାର୍ଟମେଣ୍ଟ ଏବଂ ବାଣିଜ୍ୟିକ ପ୍ରତିଷ୍ଠାନ। ତେବେ ଏହି ଉଚ୍ଚ ଅଟ୍ଟାଳିକାଗୁଡ଼ିକରେ ଲୋକଙ୍କ ସୁରକ୍ଷା ପାଇଁ ଆବଶ୍ୟକ ଅଗ୍ନିଶମ ବ୍ୟବସ୍ଥା ରହୁଛି କି ନାହିଁ, ତାହା ଏବେ ଏକ ବଡ଼ ପ୍ରଶ୍ନବାଚୀ ସୃଷ୍ଟି…