ଜେଲରେ ରହିବେ ରାଜା ଚକ୍ର, ୫କୁ ଘୁଞ୍ଚିଲା ଜାମିନ ଆବେଦନ ଶୁଣାଣି
ବାଲେଶ୍ବର: ପୁଣି ଜେଲ ଗଲେ ରାଜା ଚକ୍ର। ଆର୍ଥିକ ଅନିୟମିତତା ମାମଲାରେ ଗିରଫ ହୋଇ ବାଲେଶ୍ବର ଜିଲ୍ଲା କାରାଗାର ବିଚାର ବିଭାଗୀୟ ହାଜତରେ ଥିବା ଗନ୍ଧମାର୍ଦନ ଲୋଡିଂ ଆଣ୍ଡ ଟ୍ରାନ୍ସପୋର୍ଟିଂ ସମବାୟ ସମିତିର ମୁଖ୍ୟ ଅଭିଯୁକ୍ତ ରାଜା ଚକ୍ରଙ୍କୁ ଗୁରୁବାର ପୁଣି ଓଡ଼ିଶା ଜମାକାରୀ ସ୍ବାର୍ଥରକ୍ଷା…