ପୁରୀରେ ବିମାନ ବନ୍ଦରକୁ କେନ୍ଦ୍ର ସରକାରଙ୍କ ମଞ୍ଜୁରୀ
ଭୁବନେଶ୍ୱର: ପୁରୀରେ ବିମାନ ବନ୍ଦରକୁ କେନ୍ଦ୍ର ସରକାରଙ୍କ ମଞ୍ଜୁରୀ। ବିମାନ ବନ୍ଦରକୁ ଅନୁମୋଦନ କଲେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ। ଭାରତର ପ୍ରମୁଖ ସହରକୁ ସିଧାସଳଖ ଯୋଗାଯୋଗ ବୃଦ୍ଧି ହେବ। ପୁରୀ ଏବଂ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ ମାଇଲ୍ ଖୁଣ୍ଟ ସୃଷ୍ଟି ହେବ। ବିମାନ ଯାତ୍ରାକୁ…