ଲୋକସଭାରେ ଓ୍ବାକଫ ସଂଶୋଧନ ବିଲ୍ ପାସ୍: ସମର୍ଥନରେ ପଡ଼ିଲା ୨୮୮, ଜାଣନ୍ତୁ ବିରୋଧରେ କେତେ
ନୂଆଦିଲ୍ଲୀ: ଲୋକସଭାରେ ଓ୍ବାକଫ ସଂଶୋଧନ ବିଲ୍ ଉପରେ ଭୋଟିଂ ଶେଷ ହୋଇଛି। ବାଚସ୍ପତି ଓମ ବିର୍ଲା ଘୋଷଣା କରିଛନ୍ତି ଯେ ଏହି ବିଲ୍କୁ ସମର୍ଥନ କରି ୨୮୮ ଭୋଟ ପଡ଼ିଥିବା ବେଳେ ୨୩୨ ଭୋଟ ବିରୋଧରେ ପଡ଼ିଛି।
କେନ୍ଦ୍ରୀୟ ଅଳ୍ପସଂଖ୍ୟକ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ ଭୋଟିଂ ପୂର୍ବରୁ…