Latest Odisha News

BREAKING NEWS

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସାକ୍ଷାତ କଲେ ଫ୍ରାନ୍ସ ରାଷ୍ଟ୍ରଦୂତ 

ଭୁବନେଶ୍ୱର: ଭାରତରେ ଅବସ୍ଥାପିତ ଫ୍ରାନ୍ସ ରାଷ୍ଟ୍ରଦୂତ ଥିଏରୀ ମାଥୌ ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ। ଏହି ଅବସରରେ ଓଡ଼ିଶା ଏବଂ ଫ୍ରାନ୍ସର ମଧ୍ୟରେ ଦୃଢ ସମ୍ପର୍କ ସ୍ଥାପନ ନେଇ ଆଲୋଚନା କରିଛନ୍ତି। ବୈଠକରେ ପ୍ରଧାନମନ୍ତ୍ରୀ…

ନକଲି ପୋଲିସ ଗିରଫ, ହୋମଗାର୍ଡରେ ଚାକିରି କରାଇଦେବା ନାଁରେ ଆଶାୟୀଙ୍କୁ ଠକେଇ

କଟକ: କମିଶନରେଟ୍ ପୋଲିସର କଟକ ପୋଲିସ ବିଭାଗରେ ବିଭିନ୍ନ ପ୍ରକାରର ପଦବୀରେ ନିଯୁକ୍ତି ଦେବା ଆଳରେ ଚାକିରି ଆଶାୟୀମାନଙ୍କୁ ଠକୁଥିଲେ ଜଣେ ନକଲି ପୋଲିସ । ତେବେ ନକଲି ପୋଲିସ ଇନ୍ସପେକ୍ଟର ଗୁଣ୍ଡିଚା ଦଳେଇକୁ ଗିରଫ କରିଛି ବାଦାମବାଡ଼ି ଥାନା ପୋଲିସ । ଗିରଫ ନକଲି ପୋଲିସ ଇନସପେକ୍ଟର କଟକ…

ଟିମ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷିତ: କଟକରେ ଟି୨୦, ଗୌହାଟୀରେ ଟେଷ୍ଟ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ଘରୋଇ ଆନ୍ତର୍ଜାତୀୟ କ୍ରିକେଟର କାର୍ଯ୍ୟସୂଚୀ ଘୋଷଣା କରିଛି । ୱେଷ୍ଟଇଣ୍ଡିଜ ଓ ଦକ୍ଷିଣ ଆଫ୍ରିକା ଟିମ ଭାରତ ଗସ୍ତରେ ଆସିବେ । କଟକ ବାରବାଟୀରେ ଦକ୍ଷିଣ ଆଫ୍ରିକା ଟିମ ଭାରତ ବିପକ୍ଷରେ ଟି୨୦ ମ୍ୟାଚ ଖେଳିବ । ଡିସେମ୍ବର ୯ରେ ଏହି ମ୍ୟାଚ ଆୟୋଜିତ…

ଟ୍ରକକୁ ସାଇଡ୍ ଦେବାକୁ ଯାଇ ଓଲଟିଲା ବସ୍; ୨୦ ଆହତ

ବାଲେଶ୍ବର:ଟ୍ରକ୍‌କୁ ସାଇଡ୍ ଦେବାକୁ ଯାଇ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍ । ବସ୍‌ରେ ଥିବା ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ରହିଛି । ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ବାଲେଶ୍ବର ଜିଲ୍ଲା ନୀଳଗିରି ବରହମପୁର ଥାନା ଭାଲୁକାଶୁଣି ଦେବଯାନୀ ଛକରେ ଏହି ଦୁର୍ଘଟଣା…

ମୁମ୍ବାଇ ଛାଡିବେ ଯଶସ୍ୱୀ, ଅର୍ଜୁୂନଙ୍କ ସହ ଏକତ୍ର ଖେଳିବେ

ମୁମ୍ବାଇ: ଭାରତର ଉଦୀୟମାନ ବ୍ୟାଟ୍ସମ୍ୟାନ ଯଶସ୍ୱୀ ଜୈସୱାଲ ଘରୋଇ କ୍ରିକେଟରେ ମୁମ୍ବାଇ ପକ୍ଷରୁ ଖେଳିବେ ନାହିଁ ବୋଲି ସେ ନିଷ୍ପତି ନେଇଛନ୍ତି । ସେ ବ୍ୟକ୍ତିିଗତ କାରଣ ଯୋଗୁ ମୁମ୍ବାଇ ବଦଳରେ ଗୋଆ ଟିମ ପକ୍ଷରୁ ଖେଳିବେ । ମୁମ୍ବାଇ କ୍ରିକେଟ ଆସୋସିଏଶନ ନିକଟରେ ସେ ଏ ନେଇ ଅନୁରୋଧ କରିଥିଲେ ।…

ୱାକଫ୍ ସଂଶୋଧନ ବିଲକୁ ରାଜ୍ୟସଭାରେ ବିରୋଧ କରିବ ବିଜେଡି

ଭୁବନେଶ୍ୱର: କେନ୍ଦ୍ର ସରକାର ଲୋକସଭାରେ ଉପସ୍ଥାପନ କରିଛନ୍ତି ଓ୍ବାକଫ୍ ସଂଶୋଧନ ବିଲ୍ । ବିରୋଧୀ ଓ ବିଭିନ୍ନ ମୁସଲିନ ସଂଗଠନ ବିଲକୁ ଜୋରଦାର ବିରୋଧ କରୁଛନ୍ତି । ଏହାରି ମଧ୍ୟରେ ରାଜ୍ୟସଭାରେ ଏହି ବିଲକୁ ବିଜେଡି ବିରୋଧ କରିବ ବୋଲି ଜଣାପଡିଛି। ବିଜେଡି ସାଂସଦ ସସ୍ମିତ ପାତ୍ର କହିଛନ୍ତି…

କିଟ୍‍ ଓ ସିଲନ୍‍ ରସାୟନ ବିଜ୍ଞାନ ପ୍ରତିଷ୍ଠାନ ମଧ୍ୟରେ ବୁଝାମଣା

ଭୁବନେଶ୍ୱର: ଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ସହଯୋଗକୁ ସୁଦୃଢ଼ କରିବା ପାଇଁ କିଟ୍ ଓ ଶ୍ରୀଲଙ୍କାର ସିଲନ ରସାୟନ ବିଜ୍ଞାନ ପ୍ରତିଷ୍ଠାନ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷର ହୋଇଯାଇଛି। କିଟ୍ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଶରଣଜିତ ସିଂହ ଏହି ବୁଝାମଣାପତ୍ରରେ ସ୍ୱାକ୍ଷର କରିଥିବା ବେଳେ…

ବଜ୍ରପାତ ପୂର୍ବରୁ ମିଳିବ ସତର୍କ ଘଣ୍ଟି

ନୂଆଦିଲ୍ଲୀ: ବର୍ଷା ଦିନ ଆସିଲେ, ପ୍ରାୟ ବଜ୍ରପାତରେ ଅନେକ ଲୋକଙ୍କ ଜୀବନ ଯାଏ । ପୂର୍ବ ସତର୍କର ଅଭାବ ହେତୁ ଏଭଳି ଘଟଣା ପ୍ରାୟ ବର୍ଷା ଦିନେ ଦେଖିବାକୁ ମିଳିଥାଏ । ଏପର୍ଯ୍ୟନ୍ତ ବ୍ରଜପାତରେ ହଜାର ହଜାର ଲୋକ ଜୀବନ ହାରିଲେଣି । କେବଳ ଜୀବନ ନୁହେଁ ଅନେକ ଧନସମ୍ପତ୍ତି ମଧ୍ୟ କ୍ଷତି ହୁଏ । …

ଶାହାଙ୍କ ବସ୍ତର ଗସ୍ତ ପୂର୍ବରୁ ସ୍ୱର ବଦଳାଇଲେ ମାଓବାଦୀ; ଶାନ୍ତି ଆଲୋଚନା ପାଇଁ ଦେଲେ ପ୍ରସ୍ତାବ

ମାଲକାନଗିରି: କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଦେଶରେ ମାଓବାଦୀଙ୍କ ଦମନ କରିବା ପାଇଁ ନିର୍ଦ୍ଦେଶ ଦେବା ପରେ କେନ୍ଦ୍ରୀୟ ସଶସ୍ତ୍ର ବାହିନୀ ପକ୍ଷରୁ କମ୍ବିଂ ଅପରେସନ ଜୋରଦାର କରାଯାଇଛି। ଫଳରେ ଗତ କିଛିଦିନ ମଧ୍ୟରେ ଅନେକ ମାଓବାଦୀ ନିହତ ହେଲେଣି। ଅନେକ ଆତ୍ମସମର୍ପଣ କରିସାରିଛନ୍ତି । ଏଭଳି…

ଲାଇନଚ୍ୟୁତ ହେଲା ନାଗାବଳୀ ଏକ୍ସପ୍ରେସ

ହାଇଦ୍ରାବାଦ: ଆନ୍ଧ୍ରପ୍ରଦେଶର ବିଜୟନଗରମ ରେଳ ଷ୍ଟେସନ ନିକଟସ୍ଥ ଭେଙ୍କଟ ଲକ୍ଷ୍ମୀ ଥିଏଟର ଜଙ୍କସନରେ ବୁଧବାର ଦିନ ନାନ୍ଦେଦ-ସମ୍ବଲପୁର ନାଗାବଳୀ ଏକ୍ସପ୍ରେସର ଏକ ଜେନେରାଲ କୋଚ୍ ଲାଇନଚ୍ୟୁତ ହୋଇଯାଇଛି। ତେବେ ଟ୍ରେନଟି ଦିନ ୧୧.୪୦ ସମୟରେ ବୋବିଲି ଅଭିମୁଖେ ଯାତ୍ରା କରୁଥିବା ବେଳେ ଏହି…