Latest Odisha News

BREAKING NEWS

ଭାରତର ଆକ୍ରମଣ ଭୟ; ପିଓକେ ବାସିନ୍ଦାଙ୍କୁ ଘରେ ଖାଦ୍ୟ ସାମଗ୍ରୀ ଗଚ୍ଛିତ ରଖିବାକୁ ଅପିଲ

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ପାକିସ୍ତାନ ଏବଂ ଭାରତ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି । ଭାରତ ସରକାରଙ୍କ ଦ୍ୱାରା ନିଆଯାଇଥିବା କଠୋର ନିଷ୍ପତ୍ତିକୁ ଦେଖି ପାକିସ୍ତାନ ଭୟଭୀତ ରହିଛି । ପାକିସ୍ତାନର ଭୟ ହେଲା ଭାରତ ତାଙ୍କ ଉପରେ କେତେବେଳେ ବି…

ପାକ୍ ଉପରେ ଭାରତ ଆକ୍ରମଣ କଲେ ଉତ୍ତର-ପୂର୍ବାଞ୍ଚଳର ୭ ରାଜ୍ୟକୁ ଅକ୍ତିଆର କରିବୁ: ୟୁନୁସଙ୍କ ସହଯୋଗୀ

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଏବଂ ସେନା ମୁଖ୍ୟ ଜେନେରାଲ ଅସୀମ ମୁନିରଙ୍କ ମନରେ ଭୟ ଦେଖାଦେଇଛି। କାରଣ ଭାରତୀୟ ସେନା କୌଣସି ମୂହୁର୍ତ୍ତରେ ମଧ୍ୟ ପାକିସ୍ତାନ ଉପରେ ଆକ୍ରମଣ କରିପାରେ। କିନ୍ତୁ ଏହା ମଧ୍ୟରେ ବାଂଲାଦେଶ…

ଭାରତର ୱେବ୍‌ସାଇଟ୍‌କୁ ପାକ୍‌ ହ୍ୟାକରଙ୍କ ଟାର୍ଗେଟ, ସେନା ସ୍କୁଲକୁ ବି ଛାଡିଲେନି

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଜାରି ରହିଛି। ଏପ୍ରିଲ ୨୨ ତାରିଖରେ ପହଲଗାମରେ ୨୬ ଜଣ ନିରୀହ ନାଗରିକଙ୍କୁ ଗୁଳି କରି ହତ୍ୟା କରିଥିବା ଆତଙ୍କବାଦୀଙ୍କୁ ଖୋଜିବା ଏବଂ ଦଣ୍ଡ ଦେବାରେ ଭାରତ କୌଣସି କସରତ ଛାଡୁନାହିଁ। ଅନ୍ୟପକ୍ଷରେ,…

ପାର୍ଟ ପ୍ଲଟ ପାଇଁ ଖୁବ୍ ଶୀଘ୍ର ବାହାରିବ ବିଜ୍ଞପ୍ତି: ମନ୍ତ୍ରୀ

ଭୁବନେଶ୍ୱର: ଜମି କାରବାର ପ୍ରକ୍ରିୟାକୁ ସୁଗମ ଏବଂ ସହରାଞ୍ଚଳର ବିକାଶ ସୁନିଶ୍ଚିତ କରିବା ପାଇଁ ଓଡ଼ିଶା ସରକାର ଚଳିତ ମାସରେ ପାର୍ଟ ପ୍ଲଟ୍ ବିକ୍ରୟ ଅନୁମତି ପାଇଁ ଏକ ବିଜ୍ଞପ୍ତି ଜାରି କରିବାକୁ ନିଷ୍ପତି ନେଉଛନ୍ତି। ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ…

ହିମାଚଳକୁ ୪ର୍ଥଥର ପାଇଁ ବୋମାରେ ଉଡ଼ାଇବାକୁ ମିଳିଲା ଧମକ;ଗୁଇନ୍ଦା ସଂସ୍ଥାର ତଦନ୍ତ ଆରମ୍ଭ

ହିମାଚଳପ୍ରଦେଶ: ହିମାଚଳ ପ୍ରଦେଶର କୁଲ୍ଲୁ ଜିଲ୍ଲାରେ ବୋମା ଧମକ। ଏହି ଧମକ ଇମେଲ୍ ମାଧ୍ୟମରେ ମିଳିଛି। ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଏହି ଧମକ ସମ୍ପର୍କରେ ପୋଲିସ ସମେତ ସମସ୍ତ ଅଧିକାରୀଙ୍କୁ ସତର୍କ କରାଇ ଦେଇଛନ୍ତି। ଏହି ସମୟରେ ରାଜ୍ୟରେ ଏହା ଚତୁର୍ଥ ବୋମା ଧମକ । ପୂର୍ବରୁ…

ଭୁବନେଶ୍ୱର ନୂଆ ଷ୍ଟେସନରୁ ଯାତ୍ରା ଆରମ୍ଭ କରିବ ଏହି ୩ ଟ୍ରେନ, ଜାଣନ୍ତୁ…

ଭୁବନେଶ୍ୱର: ଭୁବନେଶ୍ୱର ନୂଆ ଷ୍ଟେସନରେ ତିନୋଟି ଟ୍ରେନ ପାଇଁ ଟର୍ମିନାଲ ପଏଣ୍ଟ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନିଆଯାଇଛି । ପୂର୍ବରୁ ଥିବା ଭୁବନେଶ୍ୱର ମୁଖ୍ୟ ଷ୍ଟେସନ ପରିବର୍ତ୍ତେ ୩ଟି ଟ୍ରେନ ଭୁବନେଶ୍ୱର ନୂଆ ଷ୍ଟେସନ ଠାରୁ ଯାତ୍ରା ଆରମ୍ଭ କରିବେ। ଏହି ଟ୍ରେନଗୁଡ଼ିକ ହେଉଛି-…

ବିଶ୍ୱର ସବୁଠାରୁ ଛୋଟ ଯୁଦ୍ଧ: ମାତ୍ର ୩୮ ମିନିଟରେ ହୋଇଥିଲା ଶେଷ, ଜାଣନ୍ତୁ କେଉଁ ଦେଶ ମଧ୍ୟରେ ହୋଇଥିଲା

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧ ହେବା କଥା ବହୁତ ଦିନ ଧରି ଚର୍ଚ୍ଚା ଜୋର ଧରିଛି। ପାକିସ୍ତାନୀମାନେ ଧମକ ଦେଉଛନ୍ତି ଯେ ସେମାନଙ୍କ ପାଖରେ ପରମାଣୁ ଅସ୍ତ୍ର ଅଛି, ଯେତେବେଳେ ଭାରତ ମଧ୍ୟ ଶତ୍ରୁ ଦେଶ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ସିଡିପିଓ ଓ ଅଙ୍ଗନୱାଡି କର୍ମୀ

କୋରାପୁଟ: ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ସିଡିପିଓ ଏବଂ ଅଙ୍ଗନୱାଡି କର୍ମୀ। କୋରାପୁଟର ଦଶମନ୍ତପୁର ବ୍ଲକର ସିଡିପିଓ ସକୁନ୍ତଳା ଦାସ ଏବଂ ଅଧମୁଣ୍ଡା ଅଙ୍ଗନୱାଡି କେନ୍ଦ୍ରର ମିନତୀ ଖୋସଲାଙ୍କୁ ୧୦ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛି ଭିଜିଲାନ୍ସ ଟିମ। ସିଡିପିଓ…

୪ନିଗମ ସହ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ବର: ଆଜି ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଉପସ୍ଥିତିରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଚାରୋଟି ନିଗମ ସହ ବୁଝାମଣାପତ୍ର ସ୍ଵାକ୍ଷର କରିଛି । ନିଗମ ଗୁଡିକ ହେଲା ଓଡ଼ିଶା କୃଷି…

ଦୀଘା ଜଗନ୍ନାଥ ମନ୍ଦିର ବିବାଦ: ତଦନ୍ତ ନିର୍ଦ୍ଦେଶ ଦେଲେ ଆଇନ ମନ୍ତ୍ରୀ

ଭୁବନେଶ୍ୱର: ଦୀଘା ଜଗନ୍ନାଥ ମନ୍ଦିର ବିବାଦର ତଦନ୍ତ ନିର୍ଦ୍ଦେଶ ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଶ୍ରୀମନ୍ଦିର ପ୍ରଶାସନକୁ ଅନ୍ତରୀଣ ତଦନ୍ତ କରିବାକୁ ଦେଇଛନ୍ତି ନିର୍ଦ୍ଦେଶ। ତଦନ୍ତ କରାଯାଇ ସତ୍ୟାସତ୍ୟ ଜନମାନସକୁ ଆଣିବାକୁ ବ୍ୟବସ୍ଥା ହେଉ। କେହି ଦୋଷୀ ସାବ୍ୟସ୍ତ ହେଲେ…