ଭାରତରେ ବ୍ଲକ ହେଲା ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ୟୁଟ୍ୟୁବ୍ ଚ୍ୟାନେଲ
ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଜାରି ରହିଛି। ଏହି ସମୟରେ କେନ୍ଦ୍ର ସରକାର ଭାରତରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫଙ୍କ ସରକାରୀ ୟୁଟ୍ୟୁବ୍ ଚ୍ୟାନେଲକୁ ବ୍ଲକ କରିଦେଇଛନ୍ତି।
ଭାରତରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ…