Budget 2026: ୨୦୪୭ ସୁଦ୍ଧା ଭାରତକୁ ଏକ ବିକଶିତ ରାଷ୍ଟ୍ର କରିବା ଲକ୍ଷ୍ୟକୁ ଧ୍ୟାନରେ ରଖି ପ୍ରସ୍ତୁତ ହୋଇଛି: ଅମିତ…
ନୂଆଦିଲ୍ଲୀ: ଆଜି ବଜେଟ୍ ୨୦୨୬-୨୭ ଉପସ୍ଥାପନ ହୋଇଛି । ବଜେଟ୍ ସମୟରେ ଅନେକ ବଡ଼ ଘୋଷଣା କରାଯାଇଛି । ବଜେଟ୍ ଘୋଷଣା ପରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ସେ କହିଛନ୍ତି ଯେ, ଏହି ବଜେଟ୍ ୨୦୪୭ ସୁଦ୍ଧା ଭାରତକୁ ଏକ ବିକଶିତ ରାଷ୍ଟ୍ର କରିବା…