Latest Odisha News

BREAKING NEWS

ରାଜ୍ୟରେ ଖୁବଶୀଘ୍ର ଆଉ ୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦେବେ ସରକାର

ଭୁବନେଶ୍ୱର: ରାଜ୍ୟରେ ୧୮ ହଜାର ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ବିଜେପି ସରକାର ନିଯୁକ୍ତି ଦେଇଛନ୍ତି। ଆହୁରି ୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ। ବିଧାନସଭାରେ ଏଭଳି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ…

ପ୍ରଶଂସକଙ୍କୁ ପସନ୍ଦ ଆସୁନି କାର୍ତିକଙ୍କ ନୂଆ ଲୁକ

ମୁମ୍ବାଇ: ବଲିଉଡର ଲୋକପ୍ରିୟ ଅଭିନେତା କାର୍ତିକ ଆର୍ଯ୍ୟନ ଏବେ ତାଙ୍କ ଆଗାମୀ ଫିଲ୍ମର ଶୁଟିଂରେ ବ୍ୟସ୍ତ ଅଛନ୍ତି । ଅନୁରାଗ ବସୁଙ୍କ ଅନଟାଇଟେଲ୍ଡ ମ୍ୟୁଜିକାଲ ଡ୍ରାମାରେ ସେ ଶ୍ରୀଲୀଲାଙ୍କ ସହ ଅଭିନୟ କରୁଛନ୍ତି । ଶ୍ରୀଲୀଲା ଓ କାର୍ତିକଙ୍କ କେମେଷ୍ଟ୍ରି ଦେଖିବା ପାଇଁ ପ୍ରଶଂସକ ବ୍ୟଗ୍ର ହୋଇ…

ଟଙ୍କା ଦିଅ ଶିଶୁ ନିଅ ଘଟଣା: ୨ସହାୟକ ବହିଷ୍କୃତ, ନର୍ସିଂ ଅଫିସର ଓ ସଫେଇ କର୍ମଚାରୀଙ୍କ ବଦଳି

ସୁନ୍ଦରଗଡ:ଜିଲ୍ଲା ମୁଖ୍ୟ ଡାକ୍ତରଖାନାର ମାତୃ ଶିଶୁ ହସ୍ପିଟାଲ (ଏମସିଏଚ୍‌)ରେ ହଜାରେ ଟଙ୍କା ନ ଦେଲେ ସେବିକାମାନେ ପ୍ରସବ କକ୍ଷରୁ ନବଜାତ ଶିଶୁକୁ ମା’ କୋଳକୁ ଛାଡୁନଥିବା ଘଟଣାକୁ ନେଇ ଅଭିଯୋଗ ହୋଇଥିଲା । ଏହାପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ବିଭୂତିଭୂଷଣ ପାଢ଼ୀ…

ଆସିବ ନୂଆ ୟୁନିଫର୍ମ ଲ୍ୟାଣ୍ଡ ପିଲିସି, ୨ବର୍ଷ ମଧ୍ୟରେ ତୁଟିବ ଜଗନ୍ନାଥଙ୍କ ରାଜ୍ୟବ୍ୟାପୀ ଜମି ବିବାଦ

ଭୁବନେଶ୍ୱର: ତିନି ମାସ ମଧ୍ୟରେ ରାଜ୍ୟ ସରକାର ନୂଆ ୟୁନିଫର୍ମ ଲ୍ୟାଣ୍ଡ ପିଲିସି ଆଣିବାକୁ ଯାଉଛନ୍ତି। ଏନେଇ କ୍ୟାବିନେଟ ବୈଠକରେ ଦିଆଯିବ ଅନୁମୋଦନ। ରାଜ୍ୟବ୍ୟାପୀ ଜଗନ୍ନାଥଙ୍କ ଜମି ବିବାଦ ଦୁଇ ବର୍ଷ ମଧ୍ୟରେ ତୁଟିବ ବୋଲି ଗୃହରେ କହିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ଯେଉଁମାନେ…

ଓରେରା ଅଧ୍ୟକ୍ଷ ହେଲେ ଗୋପାଳ ଚନ୍ଦ୍ର ପଟ୍ଟନାୟକ

ଭୁବନେଶ୍ଵର: ଗୋପାଳ ଚନ୍ଦ୍ର ପଟ୍ଟନାୟକ ହେଲେ ଓରେରା ଅଧ୍ୟକ୍ଷ । ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି । ପୂର୍ବରୁ ଗୋପାଳ ଚନ୍ଦ୍ର ପଟ୍ଟନାୟକ ଓରେରା ସଦସ୍ୟ ଥିଲେ । ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ଦାୟିତ୍ବରେ ରହିବେ ଗୋପାଳ ପଟ୍ଟନାୟକ ।…

ଏପ୍ରିଲ ୧ରୁ ବଦଳିବ ଏହି ସମସ୍ତ ନିୟମ, ଶୀଘ୍ର ଜାଣନ୍ତୁ କେଉଁ କ୍ଷେତ୍ରରେ ହେବ ପରିବର୍ତ୍ତନ

ନୂଆଦିଲ୍ଲୀ: ୨୦୨୫ ଏପ୍ରିଲ୍ ୧ରୁ ନୂତନ ଆର୍ଥିକ ବର୍ଷ ଆରମ୍ଭ ହେବ । ଆର୍ଥିକ ବର୍ଷ ଆରମ୍ଭ ସହ ଆପଣଙ୍କ ପକେଟ୍ ଉପରେ ପ୍ରଭାବ ପକାଉଥିବା ଅନେକ ନିୟମରେ ପରିବର୍ତ୍ତନ ହେବାକୁ ଯାଉଛି । ପରିବର୍ତ୍ତନ ପୂର୍ବରୁ ଆପଣ ବଦଳିବାକୁ ଯାଉଥିବା ନିୟମ ବିଷୟରେ ଅବଗତ ହୋଇ ଆର୍ଥିକ କ୍ଷତିରୁ ବଞ୍ଚନ୍ତୁ ।…

ତାତିରୁ ନାହିଁ ତ୍ରାହି: ଦିନ ସାଢେ ୧୧ଟାରେ ୩୮ ଟପିଲା ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ଯେପରି ଅଗ୍ନିବର୍ଷା ହେଉଛି। ଦିନ ୧୦ ଟାରୁ ବି ଘରୁ ବାହାରିବା ମୁସ୍କିଲ ହୋଇପଡିଛି। ଆଜି ଦିନ ୧୧ ସୁଦ୍ଧା ତାପମାତ୍ରା ୩୮ ଡିଗ୍ରୀ ଟପିଛି। ରାଜ୍ୟରେ ଅସମ୍ଭାଳ ତାତି। ଅସହ୍ୟ ଗୁଳୁଗୁଳି ସାଙ୍ଗକୁ କଲବଲ କରୁଛି ଗ୍ରୀଷ୍ମପ୍ରବାହ। ଆହୁରି ୨ଦିନ ପ୍ରବଳ ଖରା ହେବ। ୨ରୁ ୩…

ବିହାର ବିଧାନସଭା ନିର୍ବାଚନ: ଆଜି ସଂଧ୍ୟାରେ ପ୍ଲାନ ପ୍ରସ୍ତୁତ କରିବେ ଅମିିତ ଶାହ-ନୀତିଶ କୁମାର

ପାଟଣା: ବିହାରରେ ଚଳିତ ବର୍ଷ ଅକ୍ଟୋବର-ନଭେମ୍ବର ମାସରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହି ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ରାଜନୈତିକ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି। ଏନଡିଏ ଓ ମହାଗଠବନ୍ଧନ ମଧ୍ୟରେ ରାଜନୈତିକ ଅଭିଯୋଗ ଓ ପାଲଟା ଅଭିଯୋଗର…

ବହୁତ ଶୀଘ୍ର ବ୍ୟାଟିଂ କରିବାକୁ ଆସିଲେ ଧୋନୀ

ଚେପକ: ଚଳିତ ଆଇପିଏଲରେ ପୂନର୍ବାର ଗତ ଥର ପରି ମହେନ୍ଦ୍ର ସିଂ ଧୋନୀଙ୍କ ବ୍ୟାଟିଂ ଅର୍ଡର ନେଇ ପୂର୍ବତନ କ୍ରିକେଟର ଓ ପ୍ରଶଂସକମାନେ ନୈରାଶ୍ୟ ବ୍ୟକ୍ତ କରିଛନ୍ତି । ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁର ବିପକ୍ଷ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗସର ଷ୍ଟାର ଖେଳାଳି ଧୋନୀ ୯ମ ସ୍ଥାନରେ ବ୍ୟାଟିଂ…

ବଙ୍ଗଳାରେ ସାମ୍ପ୍ରଦାୟିକ ଦଙ୍ଗା: ଇଣ୍ଟରନେଟ୍‌ ବନ୍ଦ, ୩୪ ଗିରଫ

କୋଲକାତା: ପଶ୍ଚିମବଙ୍ଗ ମାଲଦା ଜିଲ୍ଲା ମୋଥାବାରିରେ ଏକ ବଡ଼ଧରଣର ସାମ୍ପ୍ରଦାୟିକ ଦଙ୍ଗା ହୋଇଛି। ରାମ ନବମୀ ନିମନ୍ତେ ଏକ ଶୋଭାଯାତ୍ରା ଲାଗି ଏହି ଦଙ୍ଗା ହୋଇଥିବା କୁହାଯାଉଛି। ଫଳରେ ଉକ୍ତ ଅଞ୍ଚଳରେ ଇଣ୍ଟରନେଟ୍‌ ସେବା ବନ୍ଦ କରାଯାଇଛି। ଏଥିସହିତ ୩୪ ଜଣଙ୍କୁ ଗିରଫ ମଧ୍ୟ କରାଯାଇଛି।…