Latest Odisha News

BREAKING NEWS

ଚେନ୍ନାଇ -ମଦୁରାଇରେ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ହକି ବିଶ୍ୱକପ୍‌

ଚେନ୍ନାଇ: ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ହକି ବିଶ୍ୱକପକୁ ନେଇ ଆସିଲା ବଡ ଅପଡେଟ୍ । ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ହକି ବିଶ୍ୱକପ୍‌ ନଭେମ୍ବର ୨୮ରୁ ଡିସେମ୍ବର ୧୦ ପର୍ଯ୍ୟନ୍ତ ଚେନ୍ନାଇ ଓ ମଦୁରାଇରେ ଖେଳାଯିବ ବୋଲି ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀ ଆଜି (ଶୁକ୍ରବାର ଦିନ) ସୂଚନା ଦେଇଛନ୍ତି ।…

ଆଇଟା-ଓଟିଏ ଟ୍ୟାଲେଂଟ ସିରିଜ: ସୂର୍ଯ୍ୟାଂଶ, ସାଇରାଂଶ ମାରିଲେ ବାଜି

ଭୁବନେଶ୍ୱର: ଓଡିଶା ଟେନିସ ଆସୋସିଏଶନ ଓ ଓଡିଶା ସରକାର ଆନୁକୂଲ୍ୟରେ କଳିଙ୍ଗ ଷ୍ଟାଡିୟମ ଟେନିସ କମ୍ପେ୍ଲକ୍ସରେ ଆଇଟା ଓ ଓଟିଏ ଟ୍ୟାଲେଂଟ ସିରିଜ ଅନୁଷ୍ଠିତ ହୋଇଯାଇଛି । ମାର୍ଚ୍ଚ ୨୪ରୁ ୧୨ ଓ ୧୪ ବର୍ଷରୁ କମ ବାଳକ ଏବଂ ବାଳିକା ବିଭାଗରେ ଏହି ପ୍ରତିଯୋଗିତା ଆୟୋଜିତ ହୋଇଥିଲା । ପଶ୍ଚିମବଙ୍ଗ,…

ଆଇପିଏଲ ଆୟରୁ କୋହଲିଙ୍କ କଟିଯିବ ୮ କୋଟି ଟଙ୍କା

ବେଙ୍ଗାଲୁର: ଆଇପିଏଲ ୨୦୨୫ ପାଇଁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁର ୨୧ କୋଟି ଟଙ୍କାରେ ବିରାଟ କୋହଲିଙ୍କୁ ରିଟେନ କରିଥିଲା । ତେବେ କୋହଲିଙ୍କ ସ୍ୟାଲେରୀରୁ ୮ କୋଟି ଟଙ୍କା କଟିଯିବ । ତେବେ ଏହି ଅର୍ଥ କାହିଁକି କଟିବ ଆସନ୍ତୁ ଜାଣିବେ । ଆୟକର ବିଭାଗର ୧୯୬୧ ନିୟମ ଅନୁସାରେ ବ୍ୟବସାୟ କିମ୍ବା…

ଏପ୍ରିଲ ୨ରୁ ଖାତାଦେଖା; ମେ ୧୫ ସୁଦ୍ଧା ଯୁକ୍ତ ଦୁଇ ରେଜଲ୍ଟ

ଭୁବନେଶ୍ୱର: ଏପ୍ରିଲ ୨ରୁ ୧୪ ଯାଏଁ ପ୍ରଥମ ପର୍ଯ୍ୟାୟ ଖାତା ଦେଖା ଆରମ୍ଭ ହେବ। ଏପ୍ରିଲ ୧୬ରୁ ୨୮ ଯାଏଁ ଦ୍ବିତୀୟ ପର୍ଯ୍ୟାୟ ଖାତାଦେଖା ହେବ। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ଏଥିଲାଗି ୭୮ଟି ଅଫଲାଇନ୍, ୭୦ଟି ଅନଲାଇନ୍ କେନ୍ଦ୍ର ହୋଇଛି । ଖାତା…

ନକ୍ସଲଙ୍କ ବିସ୍ଫୋରଣ ଯୋଜନା ପଣ୍ଡ; ୪୫ କିଲୋ ଲ୍ୟାଣ୍ଡମାଇନ ଉଦ୍ଧାର

ମାଲକାନଗିରି: ସୀମାନ୍ତ ଛତିଗଡ଼ରେ ନକ୍ସଲଙ୍କର ଏକ ବଡ଼ ଯୋଜନାକୁ ପଣ୍ଡ କଲେ ଯବାନ। ମାଲକାନଗିରି-ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ଲ୍ୟାଣ୍ଡମାଇନ ଠାବ କଲେ ସୁରକ୍ଷା ବାହିନୀ । ବିଜାପୁର ଜିଲ୍ଲାର ଗାଙ୍ଗଲୁର ଥାନା ଅନ୍ତର୍ଗତ ଚେରପାଲ ଏବଂ ପାଲନାର ରାସ୍ତାରେ ନକ୍ସଲ ୪୫ କିଲୋ ଓଜନର ଏକ…

ଅଫିସିଆଲ ଘୋଷଣା,ନିର୍ଦ୍ଦେଶନା ଦେବେ ହ୍ରିିତିକ ରୋଶନ

ମୁମ୍ବାଇ: ବଲିଉଡର ଲୋକପ୍ରିୟ ନାୟକ ହ୍ରିତିକ ରୋଶନ ଏବେ ନିର୍ଦ୍ଦେଶନାରେ ପାଦ ଥାପିବେ । କ୍ରିଶ ୪ ଫିଲ୍ମ ମାଧ୍ୟମରେ ସେ ତାଙ୍କ ବାପା ରାକେଶ ରୋଶନଙ୍କ ଦାୟିତ୍ୱକୁ ଏଥର ଅଗକୁ ବଢ଼ାଇବେ । କ୍ରିଶ ୪ ଫିଲ୍ମକୁ ରାକେଶ ରୋଶନ ଓ ଆଦିତ୍ୟ ଚୋପ୍ରା ମିଳିତ ଭାବେ ପ୍ରଡ୍ୟୁସ କରିବେ । ରାକେଶ ରୋଶନ…

ପୁଣି ବଢିଲା ତାତି, ଝାରସୁଗୁଡ଼ାରେ ୪୨ .୨ ଡିଗ୍ରୀ ରେକର୍ଡ

ଭୁବନେଶ୍ଵର: ତତଲା କଡେଇରେ ଭାଜି ହେଉଛି ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସହର। ଆକାଶରୁ ଯେପରି ବର୍ଷୁଛି ନିଆଁ । ଘରୁ ବାହାରିଲେ ମୁହଁ ପୋଡ଼ି ଯାଉଛି । ଆଉ ଏପରି ଅବସ୍ଥାରେ ଅସମ୍ଭାଳ ତାତିକୁ ଗୁଳୁଗଳିରେ ଆଉଟୁ ପାଉଟୁ ହେଉଛନ୍ତି ରାଜ୍ୟବାସୀ। କ୍ରମାଗତ ଭାବେ ରାଜ୍ୟର ବିଭିନ୍ନ…

ବେଆଇନ ଗୁଟ୍‌ଖା ଚାଲାଣବେଳେ ମାଡି ବସିଲା ପୋଲିସ

ଆଠଗଡ଼: ପିକ୍ଅପ ଭ୍ୟାନରେ ବେଆଇନ ଗୁଟ୍‌ଖା ଚାଲାଣବେଳେ ମାଡ଼ି ବସିଲା କଟକ ଖୁଣ୍ଟୁଣୀ ପୋଲିସ । ଗାଡିରୁ ଜବତ ହେଲା ୩୭ବସ୍ତା ଗୁଟୁଖା ସହ ୧୬ଲକ୍ଷ ୫୪ହଜାର ଟଙ୍କା । ଢେଙ୍କାନାଳରୁ କଟକ ଆସୁଥିବା ବେଳେ ଖୁଣ୍ଟୁଣୀ ନିକଟରେ ଜବତ କଲା ପୋଲିସ । ୨ ଜଣଙ୍କୁ ଅଟକ ରଖିଛି ପୋଲିସ । ସୂଚନା ଅନୁସାରେ,…

ପ୍ରଦୀପ ଜେନା ହେଲେ ଓଇଆରସି ଅଧ୍ୟକ୍ଷ

ଭୁବନେଶ୍ଵର: ପ୍ରଦୀପ ଜେନା ହେଲେ ଓଇଆରସି ଅଧ୍ୟକ୍ଷ । ଓଡ଼ିଶା ଇଲେକଟ୍ରିସିଟି ରେଗୁଲେଟୋରୀ କମିଶନ-ଓଇଆରସି ଚେୟାରମ୍ୟାନ ଭାବେ ପ୍ରଦୀପ ଜେନାଙ୍କୁ ନିଯୁକ୍ତି ଦିଆଯାଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ନିଯୁକ୍ତି ଦିଆଯାଇଥିବା ଜଣାପଡ଼ିଛି । ପୂର୍ବତନ ମୁଖ୍ୟ ଶାସନ ସଚିବ ହେଉଛନ୍ତି ପ୍ରଦୀପ…

ତୁର୍କୀ ଫିଲ୍ମରେ ଏଣ୍ଟ୍ରି କଲେ କି ବିରାଟ କୋହଲି, ଭିଡିଓ ଭାଇରାଲ… 

ନୂଆଦିଲ୍ଲୀ: ତୁର୍କୀ ଫିଲ୍ମରେ ଏଣ୍ଟ୍ରି କଲେ କି ବିରାଟ କୋହଲି। ସୋସିଆଲ ମିଡିଆରେ ଭାଇରାଲ ହେଉଛନ୍ତି ଏଭଳି ଜଣେ ଅଭିନେତା। ଯାହାଙ୍କ ଚେହେରା ଅବିକଳ ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ମୁହଁ ଭଳି ଲାଗୁଛି। ତେବେ ସେ ହେଉଛନ୍ତି ତୁର୍କୀ ଧାରାବାହିକ 'ଦିରିଲିସ୍: ଏର୍ତୁଗ୍ରୁଲ୍'ରେ ଅଭିନୟ…