ଭିଜିଲାନ୍ସ ଜାଲରେ ଆଠମଲ୍ଲିକ ତହସିଲର ବରିଷ୍ଠ କିରାଣୀ
ଆଠମଲ୍ଲିକ; ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୂ । ଲାଞ୍ଚ ନେଉଥିବା ବେଳେ ଅନୁଗୁଳ ଭିଜିଲାନ୍ସ ବିଭାଗ ହାତରେ ଧରା ପଡିଲେ ଆଠମଲ୍ଲିକ ତହସିଲର ବରିଷ୍ଠ କିରାଣୀ ସତ୍ୟପ୍ରିୟ ନାୟକ ।
ସୂଚନା ଅନୁସାରେ, ଆଠମଲ୍ଲିକ କେନ୍ଦୁପାଟି ଗାଁର ଚରଣ ନାୟକ ନାମକ ଜଣେ ବ୍ୟକ୍ତି ତାଙ୍କ ପୂର୍ବ ପୁରୁଷ…