ପୋଲିସ ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ
ତାଳଚେର: ପୋଲିସ ବାବୁଙ୍କ ଗାଡି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ । ଏଭଳି ଖବର ସାମ୍ନାକୁ ଆସିଛି ଅନୁଗୁଳ ଜିଲ୍ଲା ତାଳଚେର ବଲଣ୍ଡା ଅଞ୍ଚଳରେ । ମୃତକ ହେଲେ ସ୍ଥାନୀୟ ଗୁରୁଦ୍ୱାର ଅଞ୍ଚଳର ୪୦ ବର୍ଷୀୟ ସୁଶାନ୍ତ ସାହୁ ।
ସୂଚନା ଅନୁସାରେ, ମଙ୍ଗଳବାର ସକାଳୁ ସୁଶାନ୍ତ ନନ୍ଦିରା ଅଞ୍ଚଳକୁ ନିଜ…