ବାଙ୍ଗିରିପୋଷି-ପୁରୀ ସୁପରଫାଷ୍ଟ ଏକ୍ସପ୍ରେସ୍ରେ ଏଲଏଚବି କୋଚ୍ର ଶୁଭାରମ୍ଭ
ଭୁବନେଶ୍ୱର: ବାଙ୍ଗିରିପୋଷି-ପୁରୀ ଇଣ୍ଟରସିଟି ସୁପରଫାଷ୍ଟ ଏକ୍ସପ୍ରେସ୍ ଟ୍ରେନ୍ରେ ଏଲଏଚବି କୋଚ୍ର ଶୁଭାରମ୍ଭ ହୋଇଛି। ସୋମବାର ଠାରୁ ଆରମ୍ଭ ହୋଇଛି ଏହି ଟ୍ରେନ। ଲୋକସଭା ସାଂସଦ ନବ ଚରଣ ମାଝୀ, ରାଜ୍ୟସଭା ସାଂସଦ ମମତା ମହାନ୍ତ, ବାଙ୍ଗିରିପୋଷି ବିଧାୟିକା ସଞ୍ଜଲୀ ମୁର୍ମୁ, ସାରସକଣା…