Latest Odisha News

BREAKING NEWS

ହିନ୍ଦୁ ଛାତ୍ରୀଛାତ୍ରଙ୍କୁ ନମାଜ ପଢିବାକୁ ବାଧ୍ୟ କରି ୮ ଜଣଙ୍କ ନାଁରେ ମାମଲା ରୁଜୁ

ବିଲାସପୁର: ଏନସିସି କ୍ୟାମ୍ପରେ ଛାତ୍ରୀଛାତ୍ରଙ୍କୁ ନମାଜ ପଢିବାକୁ ବାଧ୍ୟ କରିବା ଅଭିଯୋଗରେ ୮ ଜଣଙ୍କ ବିରୁଦ୍ଧରେ ମାମଲା ରୁଜୁ ହୋଇଛି । ଏଭଳି ଘଟଣା ସାମ୍ନାକୁ ଆସିଛି ଛତିଶଗଡ଼ ବିଲାସପୁର ଜିଲ୍ଲାରେ ଗୁରୁ ଘାସୀଦାସ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ । କେତେକ ଛାତ୍ରଛାତ୍ରୀଙ୍କୁ ଏନସିସି ଶିବିର…

ପାକିସ୍ତାନ ପାଖରେ ୧୩୦ ପରମାଣୁ ହତିଆର, ଭାରତକୁ ଧମକାଇଲେ ପାକ୍ ମନ୍ତ୍ରୀ 

ନୂଆଦିଲ୍ଲୀ: ପହଲଗାମ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଏପରିକି ଦୁଇ ଦେଶ ମଧ୍ୟରେ ଯୁଦ୍ଧ ଆଶଙ୍କା ଘନେଇଛି। ଏଭଳି ସମୟରେ ଜଣେ ପାକିସ୍ତାନୀ ମନ୍ତ୍ରୀ ଭାରତକୁ ପରମାଣୁ ଆକ୍ରମଣର ଧମକ ଦେଇଛନ୍ତି। ଶାହବାଜ ସରିଫଙ୍କ କ୍ୟାବିନେଟର ଜଣେ ମନ୍ତ୍ରୀ ହନିଫ…

ପୋଖରୀରେ ବୁଡ଼ି ଚାଲିଗଲା ୩ନାବାଳକଙ୍କ ଜୀବନ

ନୟାଗଡ଼: ରବିବାର ଘଟିଛି ଅଭାବନୀୟ ଘଟଣା । ଗୋଡ଼ିବିଡ଼ା ଗ୍ରାମରେ ପୋଖରୀରେ ବୁଡ଼ି ତିନି ଜଣ ନାବାଳକଙ୍କର ମୃତ୍ୟୁ ହୋଇଛି । ପୋଖରୀରେ ଗାଧୋଉଥିବାବେଳେ ତିନି ନାବାଳକ ବୁଡି ଯାଇଥିଲେ । ଖବରମୁତାବକ, ନୟାଗଡ଼ ଦଶପଲ୍ଲା ଗୋଡ଼ିବାଡ଼ି ଗାଁରେ ଏହି ଅଘଟଣ ଘଟିଛି । ମୃତକ ହେଲେ…

ରୌଦ୍ର ତାପରୁ ଆଶ୍ବସ୍ତି ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ରାଜଧାନୀରେ ଘୋଳଦହି ବଣ୍ଟନ ଶିବିର

ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଏହାର ମୁକାବିଲା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ଭୁବନେଶ୍ୱର ସ୍ଥିତ ତିନୋଟି ପ୍ରମୁଖ ବଜାରରେ ବ୍ୟାପକ ଘୋଳଦହି ବିତରଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । କ୍ଷେତ୍ରୀୟ ନିର୍ଦ୍ଦେଶକ ଡା. ସାରଦା ପ୍ରସନ…

୧୫ ସ୍ଥାନୀୟ ବାସିନ୍ଦା ଆତଙ୍କବାଦୀଙ୍କୁ କରୁଥିଲେ ଗାଇଡ୍; ଅସ୍ତ୍ରଶସ୍ତ୍ର – ଖାଦ୍ୟ ଯୋଗାଉଥିଲେ

ନୂଆଦିଲ୍ଲୀ:ପହଲଗାମରେ ହୋଇଥିବା ଆକ୍ରମଣର ତଦନ୍ତରେ ଏକ ନୂଆ ମୋଡ଼ ଆସିଛି। ତଦନ୍ତକାରୀମାନେ ଜାଣିବାକୁ ପାଇଛନ୍ତି ଯେ, ୧୫ ଜଣ ସ୍ଥାନୀୟ ଲୋକ ଆକ୍ରମଣକାରୀଙ୍କୁ ସାହାଯ୍ୟ କରିଥିଲେ। ସେମାନେ ସମସ୍ତେ କାଶ୍ମୀର ଉପତ୍ୟକାର ବାସିନ୍ଦା। ଇଲେକ୍ଟ୍ରୋନିକ୍ ନିରୀକ୍ଷଣରୁ ଜଣାପଡିଛି ଯେ, ଏହି ଲୋକମାନେ…

ପହଲଗାମ ଆକ୍ରମଣର ତଦନ୍ତ ଯୋରଦାର କଲା ଏନଆଇଏ

ନୂଆଦିଲ୍ଲୀ: କେନ୍ଦ୍ର ଗୃହ ମନ୍ତ୍ରଣାଳୟର ନିର୍ଦ୍ଦେଶ ପରେ, ଜାତୀୟ ତଦନ୍ତ ସଂସ୍ଥା (NIA) ପହଲଗାମ ଆତଙ୍କବାଦୀ ଆକ୍ରମଣ ମାମଲାର ତଦନ୍ତ ଭାର ବିଦ୍ଧିବଦ୍ଧ ଭାବେ ନିଜ ହାତକୁ ନେବା ପରେ ତଦନ୍ତ ତୀବ୍ର କରିଛି । ଏନଆଇଏ କହିଛି ଯେ, ବୁଧବାର ଅର୍ଥାତ୍ ଏପ୍ରିଲ ୨୩ ଠାରୁ ଆତଙ୍କବାଦୀ ଆକ୍ରମଣ…

ଭାରସାମ୍ୟ ହରାଇ ପ୍ରୋଟେକ୍ସନ ୱାଲକୁ ପିଟିଲା ବାଇକ; ୨ ମୃତ, ଜଣେ ଗୁରୁତର

ଭଦ୍ରକ: ରାସ୍ତାକଡ ପ୍ରୋଟେକ୍ସନ ୱାଲରରେ ପିଟିହେଲା ବାଇକ୍ । ଘଟଣାରେ ୨ ଜଣଙ୍କର ମୃତ ହୋଇଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ଏଭଳି ଘଟଣା ଘଟିଛି ଭଦ୍ରକ ଜିଲ୍ଲା ୧୬ ନଂ ଜାତୀୟ ରାଜପଥ ବନ୍ତ ଛକ ଓଭର ବ୍ରିଜ ନିକଟରେ । ଦୁର୍ଘଟଣାରେ ଗୁରୁତର ଆହତଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି…

୧୨୧ତମ ‘ମନ କି ବାତ୍‌’; ପୀଡିତଙ୍କ ପରିବାରକୁ ନ୍ୟାୟ ମିଳିବ, ଦୋଷୀଙ୍କୁ କଠୋର ଦଣ୍ଡ ମିଳିବ: ମୋଦି

ନୂଆଦିଲ୍ଲୀ: ଆଜି ୧୨୧ତମ ‘ମନ କି ବାତ୍‌’ କାର୍ଯ୍ୟକ୍ରମରେ ଦେଶକୁ ସମ୍ଭୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପହଲଗାମ ଆତଙ୍କୀ ଆକ୍ରମଣକୁ ନେଇ ମୋଦି ତାଙ୍କର ଅଭିଭାଷଣ ଆତଙ୍କବାଦ ବିରୋଧରେ ଏକ ବାର୍ତ୍ତା ଦେଇ ଆରମ୍ଭ କରିଥିଲେ । ସେ କହିଛିନ୍ତି ଯେ, ଆଜି ମୁଁ ଆପଣଙ୍କ ସହ ମନର…

୨ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୃତ୍ତ

ଗଞ୍ଜାମ: ୨ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୃତ୍ତ । ବେଗୁନିଆପଡ଼ା ଥାନା ଶାଳବଣ ଗାଁ ଜଙ୍ଗଲରେ ଅର୍ଦ୍ଧଦଗ୍ଧ ମୃତଦେହ ଠାବ । ବେଗୁନିଆପଡ଼ା ଥାନା ଅଞ୍ଚଳରେ ଘଟିଥିବା ଏହି ହତ୍ୟାକାଣ୍ଡ ଜିଲ୍ଲାରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ହତ୍ୟାର ଶିକାର ହୋଇଛନ୍ତି ସୁମଣ୍ଡଳ ଗ୍ରାମର ସଞ୍ଜୟ ବାରିକ…

କୁପୱାଡାରେ ପୁଣି ସାଧାରଣ ନାଗରିକଙ୍କୁ ଗୁଳି କଲେ ଆତଙ୍କବାଦୀ

ଶ୍ରୀନଗର: ଜମ୍ମୁ-କଶ୍ମୀରରେ ପୁଣି ସାଧାରଣ ନାଗରିକଙ୍କୁ ଗୁଳି । କୁପୱାଡାରେ ଜଣେ ସାଧାରଣ ନାଗରିକଙ୍କୁ ଗୁଳି କରିଛନ୍ତି ଆତଙ୍କବାଦୀ । ଗୁରୁତର ଅବସ୍ଥାରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବାବେଳେ, ଚିକିତ୍ସା ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟଛି । ମୃତ ବ୍ୟକ୍ତି ଜଣକ ହେଲେ ୪୫ ବର୍ଷୀୟ…