ରାହୁଲଙ୍କ ଦ୍ବୈତ ନାଗରିକତା ମାମଲା; ୪ ସପ୍ତାହ ମଧ୍ୟରେ ଜବାବ ଦେବାକୁ ନିର୍ଦ୍ଦେଶ
ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱୈତ ନାଗରିକତା ପ୍ରସଙ୍ଗରେ ନିଷ୍ପତ୍ତି ନେବା ପାଇଁ ଆହ୍ଲାବାଦ ହାଇକୋର୍ଟର ଲକ୍ଷ୍ନୌ ଖଣ୍ଡପୀଠ କେନ୍ଦ୍ର ସରକାରଙ୍କୁ ଚାରି ସପ୍ତାହର ସମୟ ଦେଇଛନ୍ତି।ଅର୍ଥାତ ଏହାର ପରବର୍ତ୍ତୀ ଶୁଣାଣି ୨୧ ଏପ୍ରିଲ ୨୦୨୪ ଧାର୍ଯ୍ୟ କରାଯାଇଅଛି। ଯଦିଓ ଗୃହ…