Subhadra Yojana:ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରା ଟଙ୍କା;୨୫ ଜୁଲାଇ ସୁଦ୍ଧା ଆବେଦନଗୁଡ଼ିକର…
ଭୁବନେଶ୍ବର:ସୁଭଦ୍ରା ଯୋଜନାର ହିତାଧିକାରୀଙ୍କ ପାଇଁ ଆସିଛି ଖୁସି ଖବର । ଆସନ୍ତା ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପରବର୍ତ୍ତୀ କିସ୍ତି ଟଙ୍କା ପ୍ରଦାନ କରାଯିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି ।
ଉପମୁଖ୍ୟମନ୍ତ୍ରୀଙ୍କ କହିବା ଅନୁଯାୟୀ, ୨୫…