‘ଆର୍ଥ ଆୱାର୍’ ଡେ: ଘଣ୍ଟାକ ପାଇଁ ଅନ୍ଧାର ହୋଇଯିବ ପୃଥିବୀ!
ଭୁବନେଶ୍ଵର: ପୃଥିବୀ ପାଇଁ ଗୋଟିଏ ଘଣ୍ଟା । ଆଜି ରାତି ସାଢ଼େ ୮ଟାରୁ ସାଢ଼େ ୯ଟା, ଗୋଟିଏ ଘଣ୍ଟା ପାଇଁ ସାରା ବିଶ୍ୱରେ ପାଳିତ ହେବ ଆର୍ଥ ଆୱାର । ଜଳବାୟୁ ପରିବର୍ତନର ଆହ୍ୱାନ ଏବଂ ଶକ୍ତି ସଞ୍ଚୟର ବାର୍ତ୍ତା ନେଇ ଆର୍ଥ ଆୱାର ପାଳିତ ହେଉଛି । ଏହି ଅଭିଯାନକୁ ସମର୍ଥନ କରି ନିଜ ଘରେ ଓ ଅଫିସ…