ଜମ୍ମୁ କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣ; ଓଡ଼ିଆ ପର୍ଯ୍ୟଟକଙ୍କ ଜୀବନ ଗଲା
ଭୁବନେଶ୍ୱର: ଜମ୍ମୁ କାଶ୍ମୀର ପହଲଗାମରେ ମଙ୍ଗଳବାର ଦିନ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୫ ଜଣଙ୍କର ମୃତ୍ୟୁ ଘଟିଛି। ଯେଉଁଥିରେ ଓଡ଼ିଶା ବାଲେଶ୍ବର ଜିଲ୍ଲାର ଜଣେ ପର୍ଯ୍ୟଟକ ରହିଛନ୍ତି।
ଉକ୍ତ ବ୍ୟକ୍ତିଙ୍କ ନାମ ପ୍ରଶାନ୍ତ ସତପଥୀ ବୋଲି ଚିହ୍ନଟ କରାଯାଇଛି। ସେ ବାଲେଶ୍ୱର ଜିଲ୍ଲାର ରେମୁଣା…