୨୪ରେ ମିଳିବ ନୂଆ ରାସନ କାର୍ଡ
ଭୁବନେଶ୍ୱର: ଚଳିତ ମାସ ୨୪ ତାରିଖରେ ବଣ୍ଟନ ହେବ ନୂଆ ରାସନ କାର୍ଡ। ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏହି ନୂଆ ରାସନ କାର୍ଡ। ସୂଚନା ଦେଲେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।
ପଞ୍ଚାୟତିରାଜ ଦିବସରେ ବାଣ୍ଟିବେ ସରକାର। ପୁରୀରେ ନୂଆ କାର୍ଡ ବାଣ୍ଟିବେ…