ମଦ ବ୍ୟବସାୟୀ ବିକ୍ରମ ସାହୁଙ୍କ ଘରେ ମାରାଥନ ରେଡ୍
ଅନୁଗୁଳ: ଅନୁଗୁଳରେ ମଦ ବ୍ୟବସାୟୀ ବିକ୍ରମ ସାହୁଙ୍କ ଘରେ ଚାଲିଛି ଆୟକର ବିଭାଗର ମାରାଥନ ରେଡ୍ । ଦ୍ୱିତୀୟ ଦିନରେ ୧୫ଟି ସ୍ଥାନରେ ଚାଲିଛି ଆୟକର ଚଢ଼ାଉ । ଗୋଟିଏ ସ୍ଥାନରୁ ୭ କୋଟିର ନଗଦ ଟଙ୍କା ଜବତ ହୋଇଥିବା ବେଳେ ପୁରୀରୁ ଦୁଇ ଓ ଅନଗୁଳରୁ ଗୋଟିଏ ହୋଟେଲ୍ ଠାବ କରିଛି ଆୟକର ବିଭାଗ ।…