ଏହି ଦିନ ପରଦାକୁ ଆସିବ ‘ମର୍ଦାନୀ’ ୩
ମୁମ୍ବାଇ: ଅଭିନେତ୍ରୀ ରାଣୀ ମୁଖାର୍ଜୀଙ୍କ ଫିଲ୍ମ 'ମର୍ଦାନୀ ୩' କୁ ଅପେକ୍ଷା କରି ବସିଛନ୍ତି ଫ୍ୟାନ୍ସ। ଏହି ଫିଲ୍ମର ପୂର୍ବ ଦୁଇଟି ଭାଗ କୁ ଲୋକ ମାନେ ଖୁବ୍ ପସନ୍ଦ କରିଥିଲେ ଓ ଏହା ବକ୍ସ ଅଫିସ ରେ ମଧ୍ୟ ରେକର୍ଡ ଭାଙ୍ଗିଥିଲା।
ତେବେ ବର୍ତ୍ତମାନ ଏହି ଫିଲ୍ମର ପାର୍ଟ ୩ର ରିଲିଜ ତାରିଖ…