ପାରାଦୀପ ହେବ ଗ୍ରୀନ ହାଇଡ୍ରୋଜେନ ହବ
ଭୁବନେଶ୍ୱର: ଜଗତସିଂହପୁର ଜିଲ୍ଲା ପାରାଦୀପ ଠାରେ ଆୟୋଜିତ କଳିଙ୍ଗ ବାଲିଯାତ୍ରାର ଉଦ୍ଘାଟନୀ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କଳିଙ୍ଗ ବାଲିଯାତ୍ରା ହେଉଛି ଓଡ଼ିଆ ସାଧବ ପୁଅଙ୍କ ସାହସର ପ୍ରତୀକ ଆଉ ସେଇଥିପାଇଁ ପାରାଦୀପ ଆଜି ପୂର୍ବ ଭାରତରେ ବିକାଶର ମୁଖଶାଳା ପାଲଟିଛି…