ବଡ ଖବର: ନବଙ୍କୁ ଗୁଳି ପରେ ହୋଇଥିବା ଇସିଜି ରିପୋର୍ଟ ଗାଏବ୍
ଭୁବନେଶ୍ଵର: ବହୁଚର୍ଚ୍ଚିତ ନବ ଦାସ ହତ୍ୟା ଘଟଣାରେ ଚାଞ୍ଚଲ୍ୟକର ତଥ୍ୟ । ନବଙ୍କୁ ଗୁଳି ପରେ ହୋଇଥିବା ଇସିଜି ରିପୋର୍ଟ ଗାଏବ୍ । ଏନେଇ ସୂଚନା ଦେଇଛନ୍ତି ଗୋପାଳ ଦାସଙ୍କ ଓକିଲ ନରେଶ ନାୟକ । ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ପରେ କରାଯାଇଥିଲା ଇସିଜି । ପ୍ରାଥମିକ…