ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରମୁଖ ସଚିବ ୧ ଏବଂ ୨ ଅର୍ଥାତ୍ ପି.କେ ମିଶ୍ର ଏବଂ ଶକ୍ତିକାନ୍ତ ଦାସ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି।
ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ-୨ ଭାବରେ ନିଯୁକ୍ତ ପୂର୍ବତନ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଗୁରୁବାର…