ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ନୀତିନ ଗଡ଼କରୀ, ଲୋକାର୍ପଣ କରିବେ ୪ ହଜାର କୋଟିର ପ୍ରକଳ୍ପ
ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ। ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ନୀତିନ ଗଡ଼କରୀ। କଟକ ଓ ଭୁବନେଶ୍ବରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ୪ ହଜାର କୋଟିର ୧୯ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିବେ।
କଟକ ରେଭେନ୍ସା ବିଶ୍ବବିଦ୍ୟାଳୟ…