ମୃତଦେହ ପରିବହନ ପାଇଁ କଲ୍ ସେଣ୍ଟର; ୧୦୮ ଆମ୍ବୁଲାନ୍ସ ଭଳି ରହିବ ଟୋଲ ଫ୍ରି ନମ୍ବର
ଭୁବନେଶ୍ବର: ରାଜ୍ୟରେ ଏଣିକି ମୃତଦେହ ପରିବହନ ପାଇଁ ରହିବ କଲ୍ ସେଣ୍ଟର । ୧୦୮ ଆମ୍ବୁଲାନ୍ସ ସେବା ଭଳି ରହିବ ଟୋଲ୍ ଫ୍ରି ନମ୍ବର । କଲ ସେଣ୍ଟର ମାଧ୍ୟମରେ ରୋଗୀ ପରିବାର ଓ ଡାକ୍ତରଖାନା କର୍ତ୍ତୃପକ୍ଷଙ୍କ ମଧ୍ୟରେ ଉତ୍ତମ ସମନ୍ବୟ ସ୍ଥାପନ କରି ମୃତଦେହକୁ ଠିକ୍ ସମୟରେ ଏବଂ ସୁବିଧାରେ…