ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ;ଗୁରୁତର ଅବସ୍ଥାରେ ଘରୋଇ ହସ୍ପିଟାଲରେ ଭର୍ତ୍ତି
ବରଗଡ଼: ବରଗଡ଼ ଜିଲ୍ଲା ଓକିଲ ସଂଘ ସଭାପତିଙ୍କୁ ମରଣାନ୍ତକ ଆକ୍ରମଣ । ବରଗଡ଼ କଚେରୀ ନିକଟରେ ଓକିଲ ସଂଘ ସଭପତି ଭୀଷ୍ମଦେବ ସରାଫଙ୍କୁ ଆକ୍ରମଣ ହୋଇଛି। ଏଥିରେ ସେ ଗୁରୁତର ହୋଇଛନ୍ତି। ତିନିଜଣ ମଦ୍ୟପ ବାଇକ୍ରେ ଆସୁଥିବା ବେଳେ କଚେରୀ ପାଖରେ ଭାରସାମ୍ୟ ହରାଇ ତଳେ ପଡ଼ିଯାଇଥିଲେ । ସେହି ସମୟରେ…