ରାଜଧାନୀରେ ଚାଞ୍ଚଲ୍ୟ; ବନ୍ଦ ଘରୁ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଭୁବନେଶ୍ଵର: ସାରା ରାଜ୍ୟରେ ହୋଲିର ଉତ୍ସାହ ଚାଲିଥିବା ବେଳେ ରାଜଧାନୀ ଭୁବନେଶ୍ଵରରୁ ଆସିଛି ଚାଞ୍ଚଲ୍ୟକର ଖବର । ଘର ଭିତରୁ ପତିପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଚନ୍ଦ୍ରଶେଖରପୁର ଥାନା ହାଉସିଂବୋର୍ଡ କଲୋନୀରେ ଘଟିଛି ଏହି ଅଭାବନୀୟ ଘଟଣା । ଘର ଭିତରୁ ଝୁଲନ୍ତା ଅବସ୍ଥାରେ…