ଭୁବନେଶ୍ୱରରେ କିଟ୍ ନହ୍ନିପରୀ ଆଞ୍ଚଳିକ ଅଡିସନ ଶେଷ, ଡିସେମ୍ବରରେ ଗ୍ରାଣ୍ଡ ଫିନାଲେ
ଭୁବନେଶ୍ୱର: କିଟ୍ ନହ୍ନିପରୀ ଲିଟିଲ୍ ମିସ୍ ଇଣ୍ଡିଆର ୨୫ତମ ସଂସ୍କରଣ ପାଇଁ ଆଞ୍ଚଳିକ ଅଡିସନ୍ ରବିବାର ଭୁବନେଶ୍ୱରରେ ଶେଷ ହୋଇଛି। କିଟ୍ ପରିସରରେ ଅନୁଷ୍ଠିତ ଏହି ଅଡ଼ିସନ୍ରେ ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ୧୩ରୁ ୧୫ ବର୍ଷ ବୟସର ବହୁ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ଡିସେମ୍ବର ୨୧ରୁ ୨୩…