ଓଡିଶାରେ ସିପେଟ୍ର ଅଧିକ କେନ୍ଦ୍ର ସ୍ଥାପନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ତଥା ରସାୟନ ଓ ସାର ମନ୍ତ୍ରୀ ଶ୍ରୀ ଜଗତ ପ୍ରକାଶ ନଡ୍ଡାଙ୍କ ସହ ସିପେଟ୍( CIPET) ପରିଦର୍ଶନରେ ଯାଇ ଓଡ଼ିଶାରେ ଏହି ପ୍ରତିଷ୍ଠାନର ଅଧିକ କେନ୍ଦ୍ର ଖୋଲିବା ପାଇଁ ପ୍ରସ୍ତାବ ଦେଇଛନ୍ତି।…