Latest Odisha News

BREAKING NEWS

ଦୁଇ ବର୍ଷରେ ୧୪ ମୁଣ୍ଡ ନେଲାଣି ଆମ ବସ୍

ଭୁବନେଶ୍ୱର: ସ୍ମାର୍ଟସିଟିର ଲାଇଫ ଲାଇନ୍ କୁହାଯାଉଥିବା 'ଆମ ବସ' ଏବେ ସରକାରଙ୍କ ପାଇଁ ମୁଣ୍ଡ ବିନ୍ଧାର କାରଣ ପାଲଟିଛି। ରାଜଧାନୀବାସୀଙ୍କୁ ସୁବିଧାରେ ଗମନାଗମନ ପାଇଁ ସରକାର 'ଆମ ବସ' ପରିବହନ ସୁବିଧା ଉପଲବ୍ଧ କରାଇଥିଲେ ହେଲେ ଏବେ 'ଆମ ବସ' ଖାଲି ସରକାର ନୁହେଁ ଭୁବନେଶ୍ୱରବାସୀଙ୍କ ଚିନ୍ତା…

ଅନୁଗୁଳରେ ଜିନ୍ଦଲ ଷ୍ଟିଲର ୬ ଏମଟିପିଏ ସମ୍ପ୍ରସାରଣ କାର୍ଯ୍ୟ ଶେଷ; ବାର୍ଷିକ ଉତ୍ପାଦନ କ୍ଷମତା ୧୨ ଏମଟିପିଏକୁ ବୃଦ୍ଧି

ନୂଆଦିଲ୍ଲୀ/ ଅନୁଗୁଳ: ଜିନ୍ଦଲ ଷ୍ଟିଲ୍ ଓଡ଼ିଶାର ଅନୁଗୁଳ ସ୍ଥିତ ଇଣ୍ଟିଗ୍ରେଟେଡ୍ ଇସ୍ପାତ କମ୍ପ୍ଲେକ୍ସରେ ତୃତୀୟ ବେସିକ୍ ଅକ୍ସିଜେନ୍ ଫର୍ଣ୍ଣେସ୍ (BOF-3)କୁ କାର୍ଯ୍ୟକ୍ଷମ କରି ବାର୍ଷିକ ୬ ନିୟୁତ ଟନ କ୍ଷମତା ସମ୍ପ୍ରସାରଣ କାର୍ଯ୍ୟ ସମାପ୍ତ କରିଛି । ଏହା ଦ୍ବାରା ଅନୁଗୁଳ କାରଖାନାର ଅଶୋଧିତ…

ସମ୍ବଲପୁର ଜିଲ୍ଲା: ଗୋଟିଏ ବର୍ଷରେ ୮ ଏନକାଉଣ୍ଟର

ସମ୍ବଲପୁର: ୨୦୨୫ ମାର୍ଚ୍ଚରୁ ୨୦୨୬ ମାର୍ଚ୍ଚ। ଏହି ଗୋଟିଏ ବର୍ଷ ମଧ୍ୟରେ ହୋଇଛି ୮ ଏନକାଉଣ୍ଟର। ୮ ଦୁର୍ଦ୍ଦାନ୍ତ ଅପରାଧୀକୁ ସମ୍ବଲପୁର ପୋଲିସ କବ୍ଜା କରିବାରେ ସଫଳ ହୋଇଛି। ଢୁଙ୍କଛାଳି ଜଙ୍ଗଲରେ ଗତ ୧୮ ତାରିଖ ହୋଇଥିବା ଏନକାଉଣ୍ଟରରେ ଆହତ ହୋଇଥିବା ଧନେଶ୍ୱର ଝାଙ୍କର ସୁସ୍ଥ ହେବା ପରେ…

Maoist Leader surrender: ଆତ୍ମସମର୍ପଣ କଲା ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓ

ରାୟପୁର: ବସ୍ତରରେ ଭୁଶୁଡ଼ୁଛି ମାଓଗଡ଼ । ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓ ମଙ୍ଗଳବାର ଛତିଶଗଡ଼ ବିଜାପୁର ପୋଲିସ ନିକଟରେ ଆତ୍ମସମର୍ପଣ କରିଛି । ପାପା ରାଓ ଓଡ଼ିଶା, ମହାରାଷ୍ଟ୍ର ଏବଂ ଛତିଶଗଡ଼ରେ ସକ୍ରିୟ ରହି ମାଓବାଦୀ କାର୍ଯ୍ୟକଳାପରେ ଜଡିତ ଥିଲୋ । ତା ସହ ଅନ୍ୟ ୧୭ ଜଣ…

‘ହର୍ ଘର୍ ଜଲ୍’ ଲକ୍ଷ୍ୟ ପୂରଣ ପାଇଁ ଓଡିଶାରେ ସ୍ପଷ୍ଟ ରୋଡମ୍ୟାପ ପ୍ରସ୍ତୁତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡିଶାରେ ଜଳ ଜୀବନ ମିଶନ 2.0ର କାର୍ଯ୍ୟକାରିତା ଉଦ୍ଦେଶ୍ୟରେ ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରାଳୟ ଏବଂ ଓଡିଶା ସରକାରଙ୍କ ମଧ୍ୟରେ ଏକ MoU ସ୍ଵାକ୍ଷର ହୋଇଛି | ଆଭାସୀ ମାଧ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Badshah Ties Knot: ଦ୍ୱିତୀୟ ଥର ବିବାହ କଲେ ରାପର୍ ବାଦଶାହ? ଫଟୋ ଭାଇରାଲ

ମୁମ୍ବାଇ: ପ୍ରସିଦ୍ଧ ଗାୟକ ଏବଂ ରାପର୍ ବାଦଶାହ ପୁଣି ଥରେ ବିବାହ କରିଛନ୍ତି। ତାଙ୍କ ବିବାହର ଅନେକ ଫଟୋ ସୋସିଆଲ ମିଡିଆରେ ସାମ୍ନାକୁ ଆସିଛି। କିଛି ସମୟ ଧରି ବାଦଶାହଙ୍କ ବିବାହକୁ ନେଇ ଚର୍ଚ୍ଚା ହେଉଥିଲା, କିନ୍ତୁ କିଛି ନିଶ୍ଚିତ ହୋଇନଥିଲା। ଏବେ, ହଠାତ୍, ପୁନମ ରିଖି ନାମକ ଜଣେ ମହିଳା…

ଅନୁଗୁଳରେ ଜିନ୍ଦଲ ଷ୍ଟିଲର ୬ ଏମଟିପିଏ ସମ୍ପ୍ରସାରଣ କାର୍ଯ୍ୟ ଶେଷ; ବାର୍ଷିକ ଉତ୍ପାଦନ କ୍ଷମତା ୧୨ ଏମଟିପିଏକୁ ବୃଦ୍ଧି

ଅନୁଗୁଳ: ଜିନ୍ଦଲ ଷ୍ଟିଲ୍ ଓଡ଼ିଶାର ଅନୁଗୁଳ ସ୍ଥିତ ଇଣ୍ଟିଗ୍ରେଟେଡ୍ ଇସ୍ପାତ କମ୍ପ୍ଲେକ୍ସରେ ତୃତୀୟ ବେସିକ୍ ଅକ୍ସିଜେନ୍ ଫର୍ଣ୍ଣେସ୍ (BOF-3)କୁ କାର୍ଯ୍ୟକ୍ଷମ କରି ବାର୍ଷିକ ୬ ନିୟୁତ ଟନ କ୍ଷମତା ସମ୍ପ୍ରସାରଣ କାର୍ଯ୍ୟ ଶେଷ କରିଛି । ଏହା ଦ୍ବାରା ଅନୁଗୁଳ କାରଖାନାର ଅଶୋଧିତ ଇସ୍ପାତ…

ନୂତନ ନର୍ସିଙ୍ଗ ଏବଂ ରେଡିଓଗ୍ରାଫର ପଦବୀକୁ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ଵର: ରାଜ୍ୟର ସ୍ୱାସ୍ଥ୍ୟ ସେବାକୁ ଆହୁରି ସୁଦୃଢ଼ କରିବା ଦିଗରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଳ୍ୟାଣ ବିଭାଗ ମାନ୍ୟବର ମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ ୫୯୮୯ ନର୍ସିଂ ଅଫିସର ଏବଂ ୨୪୦ ରେଡିଓଗ୍ରାଫରମାନଙ୍କ ପଦବୀକୁ ଅନୁମୋଦନ ଦେଇଛନ୍ତି…

Converted cannot claim SC status: ଧର୍ମ ପରିବର୍ତ୍ତନ କଲେ ମିଳିବ ନାହିଁ ଏସସି/ଏସଟି ମାନ୍ୟତା, ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ଧର୍ମ ପରିବର୍ତ୍ତନ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଜାରି କରିଛନ୍ତି। ସୁପ୍ରିମକୋର୍ଟ ଆନ୍ଧ୍ର ପ୍ରଦେଶ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ବଜାୟ ରଖିଛନ୍ତି, ଯେଉଁଥିରେ ସୁପ୍ରିମକୋର୍ଟ ରାୟ ଦେଇଛନ୍ତି ଯେ ହିନ୍ଦୁ, ଶିଖ କିମ୍ବା ବୌଦ୍ଧ ଧର୍ମ ବ୍ୟତୀତ ଅନ୍ୟ କୌଣସି…