ଅନୁଭବଙ୍କ ଆବେଦନ ହାଇକୋର୍ଟରେ ଖାରଜ, ଅଭିନେତାଙ୍କ ବିରୋଧରେ ଚାଲିବ ମାମଲା
ଭୁବନେଶ୍ୱର: ଓଲିଉଡ ଅଭିନେତା ଅନୁଭବ ମହାନ୍ତିଙ୍କ ଅଡ଼ୁଆ ବଢିଛି । ଅନୁଭବଙ୍କ ଆବେଦନ ଖାରଜ କଲେ ହାଇକୋର୍ଟ। ଅନୁଭବଙ୍କ ବିରୋଧରେ ଚାଲିବ ଯୌତୁକ ନିର୍ଯାତନା ମାମଲା। ତଳ କୋର୍ଟଙ୍କ ଚାର୍ଜଫ୍ରେମକୁ ହାଇକୋର୍ଟ କାଏମ ରଖିଛନ୍ତି। ନୁଭବ ଓ ତାଙ୍କ କର୍ମଚାରୀଙ୍କ ବିରୋଧରେ ବର୍ଷା ଦେଇଥିଲେ ଏତଲା।…