ଦିଲ୍ଲୀରୁ ଫେରିଲେ ମୁଖ୍ୟମନ୍ତ୍ରୀ, ୧ ଲକ୍ଷ ୩ ହଜାର ୯୦ କୋଟି ଟଙ୍କାର ପୁଞ୍ଜି ନିବେଶ ପାଇଁ ପ୍ରସ୍ତାବ
ଭୁବନେଶ୍ବର: ନୂଆଦିଲ୍ଲୀରେ ଆୟୋଜିତ ଇନଭେଷ୍ଟ ଓଡିଶା ସମ୍ମିଳନୀ ଶେଷ କରି ବୁଧବାର ରାତିରେ ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବିମାନ ବନ୍ଦରରେ ସେ ସାମ୍ବାଦିକଙ୍କୁ ତାଙ୍କର ଗସ୍ତ ସଫଳତା ସଂପର୍କରେ କହିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି, ଶିଳ୍ପ କ୍ଷେତ୍ରରେ ଅଗ୍ରଗତି ପାଇଁ ଉତ୍କର୍ଷ…