ରାସାୟନିକ ମିଶ୍ରଣ ବେଳେ ଗୋଳାବାରୁଦ କାରଖାନାରେ ବିସ୍ଫୋରଣ
ଟିଟଲାଗଡ: ଟିଟଲାଗଡ ଜିଲ୍ଲା ସଇଁତଳା ବଡମାଳ ୟୁନିଟ୍ ୬ ଅଞ୍ଚଳରେ ଗୋଳାବାରୁଦ କାରଖାନାରେ ବିସ୍ଫୋରଣ ହୋଇଛି । ଅଗ୍ନିକାଣ୍ଡରେ ଜଣେ କର୍ମଚାରୀ ଶିବ ଶଙ୍କର ଭୋଇ ଗୁରୁତର ଭାବେ ଆହତ ହୋଇଛନ୍ତି । ତାଙ୍କୁ ଚିକିତ୍ସା ପାଇଁ ରାଉରକେଲା ଆଇଜିଏଚ୍ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।
ରାସାୟନିକ…