୨୦୦କୁ ବଢିପାରେ ବିଧାନସଭା ସିଟ୍ ସଂଖ୍ୟା
ଭୁବନେଶ୍ୱର: ରାଜ୍ୟ ବିଧାନସଭାରେ ଆସନ ସଂଖ୍ୟା ୧୪୭ରୁ ପ୍ରାୟ ୨୦୦ ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ। ଏନେଇ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଦିନ ସୂଚିତ କରିଛନ୍ତି।
ଭୁବନେଶ୍ୱରରେ ନୂତନ ବିଧାନସଭା କୋଠା ଏବଂ ଲୋକସେବା ଭବନର ଭିତ୍ତିପ୍ରସ୍ତର ସ୍ଥାପନ ଅବସରରେ ଆୟୋଜିତ ଏକ…