ଅଗଷ୍ଟ ୧୭ରୁ ଆରମ୍ଭ ହୋଇପାରେ ସଂସଦର ସ୍ୱତନ୍ତ୍ର ଅଧିବେଶନ: ସୀମା ନିର୍ଦ୍ଧାରଣ ଓ ମହିଳା ଆରକ୍ଷଣ ବିଲ୍ ଉପରେ ହୋଇପାରେ…
ନୂଆଦିଲ୍ଲୀ: କେନ୍ଦ୍ର ସରକାର ଆସନ୍ତା ଅଗଷ୍ଟ ୧୭ ତାରିଖରୁ ସଂସଦର ଏକ ସ୍ୱତନ୍ତ୍ର ଅଧିବେଶନ ଆହୂତ କରିବାକୁ ଯୋଜନା କରୁଥିବା ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିଛି। ଏହି ସ୍ୱତନ୍ତ୍ର ଅଧିବେଶନରେ ସୀମା ନିର୍ଦ୍ଧାରଣ (ଡିଲିମିଟେସନ୍) ଏବଂ ମହିଳା ଆରକ୍ଷଣ ସମ୍ପର୍କିତ ପ୍ରମୁଖ ବିଲ୍ଗୁଡ଼ିକ ଉପରେ…