ସ୍ନାନ ପୂର୍ଣ୍ଣିମା ପୂର୍ବରୁ ସରିବ ରତ୍ନଭଣ୍ଡାର ମରାମତି କାମ
କଟକ: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଜାରି ରହିଛି। ସ୍ନାନ ପୂର୍ଣ୍ଣିମା ଭିତରେ ରତ୍ନ ଭଣ୍ଡାର କାମ ସରିବ ବୋଲି କୁହାଯାଇଛି। ପ୍ରଥମେ ଡି ପ୍ଲାଷ୍ଟରିଙ୍ଗ ଓ ପରେ ପଥର ମରାମତି କାମ ଜାରି ରହିଛି। ଶ୍ରୀମନ୍ଦିର ରତ୍ନଭଣ୍ଡାର କମିସନ ରିପୋର୍ଟ ସାର୍ବଜନୀନ କରିବା ସମ୍ପର୍କିତ ମାମଲାର…